Masthead

ଜମିବାଡ଼ି ଜାଲିଆତି ନାଁରେ ଜିଲ୍ଲାପାଳଙ୍କୁ ଅଭିଯୋଗ

ଭଦ୍ରକ(ବଡ଼ ଖବର ବ୍ୟୁରୋ): ଜମିବାଡ଼ି ଜାଲିଆତି ନାଁରେ ଜିଲ୍ଲାପାଳଙ୍କୁ ଅଭିଯୋଗ । ଜୀବିତଙ୍କୁ ମୃତ ଦର୍ଶାଇ ଲୁଟି ନେଲେ ଜମିବାଡ଼ି । ଦୁଇ ଉତ୍ତରାଧିକାରୀ ଥିଲେ ମଧ୍ୟ ଜଣେ ବାହାରେ ରହିବାର ସୁଯୋଗ ନେଇ ଅନ୍ୟ ଜଣେ ଜାଲିଆତି କରି ସମସ୍ତ ଜମିବାଡ଼ି ବିକ୍ରି କରିଦେଇଥିବାର ଅଭିଯୋଗ ହୋଇଛି । ଯେଉଁଥିରେ ଆରଆଇ ମଧ୍ୟ ସହଯୋଗ କରିଥିବା ଅଭିଯୋଗ ହୋଇଛି । ଏଭଳି ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ସୁଦର୍ଶନପୁର ମୌଜାରେ । ତେବେ ଘଟଣାକୁ ନେଇ ଜିଲ୍ଳାପାଳଙ୍କୁ ଏକ ଲିଖିତ ଅଭିଯୋଗ କରିଛନ୍ତି ପରିବାର ଲୋକେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ