Masthead

ସଂସଦରେ ଆଜି ବି ଅଚଳାବସ୍ଥା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ସଂସଦରେ ଆଜି ବି ଅଚଳାବସ୍ଥା । ଦିନ ୧୨ ଟା ଯାଏ ଗୃହ ମୁଲତବି । ଆଦାନୀ ଗ୍ରୁପ ପ୍ରସଙ୍ଗରେ କ୍ରମାଗତ ତୃତୀୟ ଦିନ ପାଇଁ ସଂସଦର କାର୍ଯ୍ୟ ବନ୍ଦ ରହିଛି । ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଗୃହକୁ ମୁଲତବି କରାଯାଇଛି । ସୋମବାର ଦିନ ଉଭୟ ଗୃହରେ ମଧ୍ୟ ମିଳିତ ସଂସଦୀୟ କମିଟି (ଜେପିସି) ଏବଂ ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି ଅନୁଯାୟୀ ବିରୋଧୀ ଦଳ ହଟ୍ଟଗୋଳ କରିଥିଲେ । ପରେ କଂଗ୍ରେସ ପକ୍ଷରୁ ଗାନ୍ଧୀ ମୂର୍ତ୍ତି ତଳେ ଧାରଣା ଦେଇଥିଲେ । ଦେଶବ୍ୟାପି ବିକ୍ଷୋଭ ପ୍ରଦର୍ଶନ ମଧ୍ୟ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ