Masthead

ପୁରୀରୁ ଗିରଫ ହେଲା ସାଇବର ଠକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସାଇବର ଠକେଇକୁ ନେଇ ଆକ୍ସନ ମୋଡରେ ପୁରୀ ପୋଲିସ। ନୀଳାଚଳ ଭକ୍ତ ନିବାସ ନାମରେ ଫେକ ୱେବ ସାଇଟ କରି ଲୋକଙ୍କୁ ଠକିବା ଅଭିଯୋଗରେ ଦୁଇ ଜଣ ସାଇବର ଠକଙ୍କୁ ପୋଲିସ ଥିବା ବେଳେ ମୁଖ୍ୟ ଅଭିଯୁକ୍ତ ଏବେବି ଫେରାର ଅଛି। ସେପଟେ ପୁରୀକୁ ଆସୁଥିବା ପର୍ୟ୍ୟଟକ ଓ ଭକ୍ତ ମାନେ କିପରି ଅନଲାଇନ ଠକେଇ ରୁ ବଂଚିତ ରହିବେ ସେ ନେଇ ପୋଲିସ ପକ୍ଷରୁ ହୋଟେଲ ଆସୋସିଏସନ ମାନଙ୍କ ସହ ଟାଉନ ଥାନାରେ ଏକ ସାଇବର ଠକେଇ ସଚେତନତା କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଛି। ପୁରୀ ପୋଲିସ ଦୁଇ ଜଣ ସାଇବର ଠକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। କେଉଁଝର ଆଗରପଡାର ଚନ୍ଦନ ସିଂ ଓ ଭଦ୍ରକ ଚରମ୍ପାର ଗୌତମ ସାହୁଙ୍କୁ ଗିରଫ କରିଛି। ସେମାନଙ୍କ ଠାରୁ ୫ଟି ମୋବାଇଲ ଫୋନ, ୩୧ଟି ସିମ୍ କାର୍ଡ, ଗୋଟିଏ ବାୟୋମେଟ୍ରିକ୍ ଡିଭାଇସ୍ ଓ କଡ୍ ଜବତ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ