Masthead

କଂଗ୍ରେସରେ ମିଶିବେ ବିଜୟ ପଟ୍ଟନାୟକ !

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କଂଗ୍ରେସରେ ମିଶିବେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ । ସୂଚନା ଦେଲେ କଂଗ୍ରେସ ମୁଖପାତ୍ର ଅମୀୟ ପାଣ୍ଡବ । ଏନେଇ ବିଜୟଙ୍କ ପ୍ରତିକ୍ରିୟା ମିଳିପାରିନି । ସେପଟେ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ କହିଛନ୍ତି ବିଜୟ ପଟ୍ଟନାୟକଙ୍କୁ ଆମେ ସ୍ୱାଗତ କରୁଛୁ । ଅଭିଜ୍ଞ ସମ୍ପନ୍ନ ଲୋକ ଆସିଲେ ଦଳ ଆହୁରି ସୁଦୃଢ ହେବ । ଏ ସମୟରେ ବିଜୟ ପଟ୍ଟନାୟକଙ୍କ ଯୋଗଦାନ ଦଳ ପାଇଁ ଗୁରୁତ୍ୱପୂର୍ଣ୍ଣ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି