Masthead

ତୁର୍କୀ-ସିରିଆ ପରେ ଥରିଲା ପାଲେଷ୍ଟାଇନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ତୁର୍କୀ-ସିରିଆ ପରେ ଥରିଲା ପାଲେଷ୍ଟାଇନ । ପାଲେଷ୍ଟାଇନରେ ଭୂମିକମ୍ପ ଝଟକା । ଏହାର ତୀବ୍ରତା ରିକ୍ଟର ସ୍କେଲରେ ୪.୪ ଥିବା ଜଣାପଡିଛି । ପାଲେଷ୍ଟାଇନର ଜେରୁଜେଲମ୍ ସହରରେ ଅଧିକ ଅନୂଭୁତ ହୋଇଛି । ଫେବୃଆରୀ ୬ ତାରିଖରେ ତୁର୍କୀ ଓ ସିଅରିଆରେ ଭୀଷଣ ଭୂମିକମ୍ପ ହେବା ପରେ ଏଠାରେ ମୃତକଙ୍କ ସଂଖ୍ୟା ୮୦୦୦ରୁ ଅଧିକ ହେଲାଣି । ତେଣୁ ପରିସ୍ଥିତିରେ ପାଲେଷ୍ଟାଇନରେ ଭୂମିକମ୍ପ ହେବା ଲୋକଙ ପାଇଁ ଚିନ୍ତାର କାରଣ ପାଲଟିଛି । ଯଦିଓ ଏଠାରେ ଧନଜୀବନ କ୍ଷୟକ୍ଷତିର କୌଣସି ସୂଚନା ମିଳିନାହିଁ ହେଲେ ଏଠିକା ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା