Masthead

ପୁଣି ୫ଦିନ ରିମାଣ୍ଡ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଗୋପାଳକୁ ଆଉ ୫ଦିନ ରିମାଣ୍ଡରେ ନେଲା କ୍ରାଇମବ୍ରାଞ୍ଚ । ନବ ଦାସ ହତ୍ୟାକାଣ୍ଡକୁ ୧୧ ଦିନ ବିତିଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ଏହା ଉପରୁ ପରଦା ହଟିନି । ଅଭିଯୁକ୍ତ ଗୋପଳଙ୍କୁ ରିମାଣ୍ଡରେ ନେବାକୁ କୋର୍ଟ ଅନୁମତି ଦେଇଛନ୍ତି । ଏଥିସହ ନାର୍କୋଟେଷ୍ଟ ଓ ପଲିଗ୍ରାଫ ଟେଷ୍ଟ ପାଇଁ ମଧ୍ୟ ଅନୁମତି ମିଳିଛି । ପୂର୍ବରୁ ୨ଥର ରିମାଣ୍ଡରେ ନେଇ ଜେରା କରିଥିଲା କ୍ରାଇମବ୍ରାଞ୍ଚ । ହତ୍ୟାର କାରଣ ଏ ପର୍ଯ୍ୟନ୍ତ ଜଣାପଡିନି । ମଙ୍ଗଳବାର ଗୋପାଳକୁ ଘଟଣାସ୍ଥଳକୁ ନେଇ ସିନ୍ ରିକ୍ରିଏସନ କରାଇଥିଲା କ୍ରାଇମବ୍ରାଞ୍ଚ । ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ କିଭଳି ଗୁଳି କଲା ତାହାର ପୂରା ସିନ୍ ରିକ୍ରିଏଟ କରିଥିଲା ଗୋପାଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼