Masthead

ତୈଳ ଉତ୍ତୋଳନର ହବ୍ ପାଲଟିବ ପୁରୀ

ପୁରୀ(ବଡ଼ ଖବର ବ୍ୟୁରୋ): ପୁରୀ ଗୋପରେ ତେଲ ଓ ପ୍ରାକୃତିକ ଗ୍ୟାସ ସନ୍ଧାନ ପାଇଁ ଲାଗିଲା ରିଗ୍ ମେସିନ୍ । ଦିଲ୍ଲୀର ଏକ ଘରୋଇ ସଂସ୍ଥା କ୍ୱିପୋ ହାତରେ ଏହି ଦାୟିତ୍ୱ ରହିଛି । ପ୍ରାଥମିକ ପର୍ୟ୍ୟାୟରେ ୧୦ ହଜାର ଫୁଟ ତଳକୁ ଖୋଳିବା ପାଇଁ ରିଗ୍ ମେସିନ ଲଗାଯାଇଛି । କୁଶୁପୁରର ୮ ଏକର ଜମିରେ ଏହି କାର୍ୟ୍ୟ ଚାଲିଛି । ୧୦ ହଜାର ଫୁଟ ତଳୁ କାଦୁଅକୁ ବିଶୋଧନ କରାଯିବ । ଅଶୋଧିତ ତେଲର ଯାଞ୍ଚ କରାଯିବ ପରେ ପାରାଦୀପ ତୈଳ ବିଶୋଧନଗାରକୁ ପଠାଯିବ।ତୈଳ ସନ୍ଧାନ ସମ୍ପୂର୍ଣ୍ଣ ପରେ ତୈଳ ଉତ୍ତୋଳନ ହବ ପାଲଟିବ ପୁରୀ ଜିଲ୍ଲାର ଗୋପ ।ସେପଟେ ଏହି ପ୍ରକଳ୍ପ ଦେଶର ତୈଳ ଆବଶ୍ୟକତା ମେଣ୍ଟେଇବା ସହ ସ୍ଥାନୀୟ ସାମାଜିକ ଓ ଅର୍ଥନୈତିକ ଅଭିବୃଦ୍ଧି ଓ ରୋଜଗାର ସୁଯୋଗ ସୃଷ୍ଟି କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି