ତୁର୍କୀ, ସିରିଆରେ ଭୟଙ୍କର ସ୍ଥିତି, ମୃତ୍ୟୁସଂଖ୍ୟା ୧୫ ହଜାର ଟପିଲା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ତୁର୍କୀ, ସିରିଆରେ ଭୟଙ୍କର ସ୍ଥିତି । ତୁର୍କୀ ଓ ସରିଆରେ ଭୁମିକମ୍ପରେ ମୃତ୍ୟୁସଂଖ୍ୟା ୧୫ ହଜାର ଟପିସାରିଲାଣି । ଉଦ୍ଧାରକୁ ଅପେକ୍ଷା କରି ଅନେକ ନେଉଛନ୍ତି ଶେଷ ନିଶ୍ୱାସ । ମୃତ୍ୟୁସଂଖ୍ୟା ୨୦ ହଜାର ଟିପାରେ ବୋଲି ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ଆଶଙ୍କା ପ୍ରକାଶ କରିଛି । ଭାରତରୁ ଯାଇଥିବା ଏନଡ଼ିଆରଏଫ ଟିମ ମଧ୍ୟ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ରହିଛି । ସେପଟେ ଗତ ସୋମବାର ଭୋର ସମୟରେ ହୋଇଥିବା

ଏହି ଭୂମିକମ୍ପ ଯୋଗୁଁ ତୁର୍କୀ ପଶ୍ଚିମକୁ ପ୍ରାୟ ୫ରୁ ୬ ମିଟର ଘୁଞ୍ଚାଇଛି । ଇଟାଲରୀ ଭୂମିକମ୍ପବିତ ପ୍ରଫେସର କାର୍ଲୋ ଡୋଗୋଲିଅନ ଏହା କହିଛନ୍ତି । ସିରିଆ ତୁଳନାରେ ତୁର୍କୀ ନିଜର ପଶ୍ଚିମ ଦିଗକୁ ପ୍ରାୟ ୫ରୁ ୬ ମିଟର ଘୁଞ୍ଚାଇଛି । ସେ କହିଛନ୍ତି ପ୍ରାରମ୍ଭିକ ପର୍ଯ୍ୟାୟରେ ମିଳିଥିବା ତଥ୍ୟକୁ ଆଧାର କରି ଏସବୁ ଆକଳନ କରାଯାଇଛି । ପରେ ସାଟେଲାଇଟ ଫଟୋ ଦେଖିବା ପରେ ଏ ସମ୍ପର୍କରେ ସ୍ଥିତି ଅଧିକ ସ୍ପଷ୍ଟ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ