Masthead

ମୋଦି ମୌନ ବାବା: ଖଡ଼ଗେ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରାଜ୍ୟସଭାରେ ମୋଦିଙ୍କୁ ମୌନ ବାବା କହିଲେ ବିରୋଧି ଦଳ ନେତା ମଲ୍ଲିକାର୍ଜ୍ଜୁନ ଖଡ଼ଗେ । ଆଦାନି ପ୍ରସଙ୍ଗରେ ମୋଦିଙ୍କ ନିରବତାକୁ ନେଇ ଏପରି କହିଲେ ଖଡଗେ । ସେପଟେ ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନଖଡ଼ ଏହାର ଜବାବ ଦେଇଛନ୍ତି। ଧନଖଡ଼ କହିଛନ୍ତି, ଏଭଳି ଟିପ୍ପଣୀ ଆପଣଙ୍କ ଭଳି ଜଣେ ବରିଷ୍ଠ ନେତାଙ୍କ ପାଇଁ ଆଦୌ ଶୋଭନୀୟ ନୁହେଁ। ଖଡ଼ଗେ ରାଷ୍ଟ୍ରପତିଙ୍କ ଅଭିଭାଷଣର ଧନ୍ୟବାଦ ପ୍ରସ୍ତାବ ଉପରେ ଜବାବ ରଖି କହିଥିଲେ, ମୁଁ ପ୍ରଧାନମନ୍ତ୍ରୀଙ୍କୁ ଏହା ପଚାରୁଛି ଯେ ଆପଣ କାହିଁକି ନିରବ ଅଛନ୍ତି।

ଆପଣ ଅନ୍ୟ ସମସ୍ତଙ୍କୁ ଭୟଭୀତ କରୁଛନ୍ତି ତେବେ ଆପଣ ଶିଳ୍ପପତିଙ୍କୁ କାହିଁକି ଭୟଭୀତ କରାଉନାହାନ୍ତି। ଲୋକମାନେ ଟିକେଟ ନପାଇବା ଭୟରେ ଚୁପ୍‌ ରହୁଛନ୍ତି। ଆପଣ ନିରବ ରହିବାକୁ ପସନ୍ଦ କରୁଛନ୍ତି ଏବଂ ଆପଣ ମୌନୀ ବାବା ହୋଇ ଯାଇଛନ୍ତି ବୋଲି ଖଡ଼ଗେ କହିଛନ୍ତି। ସେପଟେ ଖଡ଼ଗେ ରାଜ୍ୟସଭାରେ ଆଦାନି ଗ୍ରୁପ୍‌ ପ୍ରସଙ୍ଗରେ ଜେପିସି ତଦନ୍ତ ଦାବି କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼