Masthead

କୋଟିଏ ଟଙ୍କାର ଅଫିମ ଜବତ, ଜଣେ ଗିରଫ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ):କୋଟିଏ ଟଙ୍କାର ଅଫିମ ଜବତ । ବସ୍ତା ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା । ବାଲେଶ୍ଵର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥର ଅମର୍ଦାରୋଡ ବାଇପାସ ନିକଟରୁ ବସ୍ତା ଓ ଜଳେଶ୍ୱର ଅବକାରୀ ବିଭାଗ ଏବଂ ଅବକାରୀ ସ୍ୟାଟଲାଇଟ ୟୁନିଟ ପକ୍ଷରୁ ମିଳିତ ଚଢ଼ାଉ କରି କୋଟିଏ ଟଙ୍କାର ଅଫିମ ଜବତ କରିଛନ୍ତି । ଜବତ ଅଫିମର ଆନୁମାନିକ ମୂଲ୍ୟ ୯୯ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଜଣାପଡିଛି । ଗିରଫ ବ୍ୟବସାୟୀ ଜଣକ ବସ୍ତା ଥାନା ତଳ ତାପଣ୍ଡା ଗ୍ରାମର ଜଳଧର ରାଉତ, ତେବେ ଏତେ ଟଙ୍କାର ଅଫିମ କେଉଁଠୁ ଆସିଲା ତାହା ତଦନ୍ତ ପରେ ଜଣାପଡ଼ିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା