ରାଜ୍ୟ ସୂଚନା କମିଶନର ହେଲେ ସୁଶାନ୍ତ କୁମାର ମହାନ୍ତି

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ରାଜ୍ୟ ସୂଚନା କମିଶନର ଭାବେ ନିଯୁକ୍ତି ପାଇଲେ ବରିଷ୍ଠ ସାମ୍ବାଦିକ ସୁଶାନ୍ତ କୁମାର ମହାନ୍ତି ।  ଆଜି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବାଭାଗ ଦ୍ବାରା ଏକ ବିଜ୍ଞପ୍ତି ପ୍ରକାଶ କରି ଏହି ସୂଚନା ଦିଆଯାଇଛି ।  ଗତବର୍ଷ ଅଗଷ୍ଟ ମାସରେ ଶ୍ରୀ ମହାନ୍ତି ଦୈନିକ ସମ୍ବାଦପତ୍ର ‘ସମାଜ’ର କାର୍ଯ୍ୟନିର୍ବାହୀ ସମ୍ପାଦକ ପଦରୁ ଅବସର ନେଇଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଥିବା କମିଟିର ସୁପାରିଶ ଆଧାରରେ ଶ୍ରୀ ମହାନ୍ତିଙ୍କୁ ଏହି ନୂଆ ଦାୟୀତ୍ବ ଦିଆଯାଇଛି ।  ଦୀର୍ଘବର୍ଷ ଧରି ସାମ୍ବାଦିକତା ସହ ଜଡ଼ିତ ଥିବା ଶ୍ରୀ ମହାନ୍ତି  କ୍ରୀଡ଼ା ସାମ୍ବାଦିକ ଭାବେ ତାଙ୍କ କ୍ୟାରିୟର ଆରମ୍ଭ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ