Masthead

ପୁଟିନଙ୍କୁ ଭେଟିଲେ ଏନଏସଏ

ନୂଆଦିଲ୍ଲୀ : ଆଜି ମସ୍କୋରେ ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି ଭାରତୀୟ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ । ଏହି ସାକ୍ଷାତକାର ଉଭୟ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ଏବଂ ଆଞ୍ଚଳିକ ପ୍ରସଙ୍ଗ ଉପରେ ଆଲୋଚନା କରିବା ସହ ଉଭୟ ଦେଶ ରଣନୈତିକ ଭାଗିଦାରୀ ଦିଗରେ କାର୍ୟ୍ୟ ଜାରି ରଖିବାକୁ ସହମତି ପ୍ରକାଶ କରିଛନ୍ତି । ୟୁକ୍ରେନ ସହ ଯୁର୍ଦ୍ଧ କାରଣରୁ ପାଶ୍ଚାତ୍ୟ ଦେଶମାନେ ରୁଷକୁ ସମ୍ପୁର୍ଣ୍ଣ ଏକ ଘରକିଆ କରିଥିବାବେଳେ ଭାରତ ନିଜର ସମ୍ପର୍କ ବଜାଇ ରଖିଛି ।

ଉଭୟ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ଏବଂ ଆଞ୍ଚଳିକ ପ୍ରସଙ୍ଗକୁ ନେଇ ଆଲୋଚନା ହୋଇଥିବା କହିଛି ଋଷରେ ଥିବା ଭାରତୀୟ ଦୂତାବାସର । ହେଲେ ଏହି ସାକ୍ଷାତକୁ ନେଇ କୌଣସି ନିର୍ଦ୍ଦିଷ୍ଟ ସୂଚନା ଦିଆଯାଇନାହିଁ । ଏନଏସଏ ଅଜିତ ଡୋଭାଲଙ୍କ ଗସ୍ତର ୩ମାସ ପୂର୍ବରୁ ବିଦେଶମନ୍ତ୍ରୀ ଏସ୍ ଜୟଶଙ୍କର ମଧ୍ୟ ରୁଷ ଗସ୍ତରେ ଯାଇଥିଲେ । ସେତେବେଳେ ଉଭୟ ଦେଶ ମଧ୍ୟରେ ଅର୍ଥନୈତିକ କ୍ଷେତ୍ରରେ ଅନେକ ଚୁକ୍ତିନାମା ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ