Masthead

 ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନ ହସ୍ପିଟାଲରେ ଭର୍ତ୍ତି

ଝାଡ଼ଖଣ୍ଡ(ବଡ଼ ଖବର ବ୍ୟୁରୋ): ପୂର୍ବତନ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ତଥା ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚାର ମୁଖ୍ୟ ଶିବୁ ସୋରେନ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ନିଶ୍ବାସ ନେବାରେ ଅସୁବିଧା ହେବା କାରଣରୁ ତାଙ୍କୁ ରାଞ୍ଚିର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏକ ଡାକ୍ତରୀ ଟିମ ଶ୍ରୀ ସୋରେନଙ୍କ ସ୍ବାସ୍ଥ୍ୟର ପରୀକ୍ଷା କରି ଚିକିତ୍ସା ଆରମ୍ଭ କରିଛି । ଶିବୁ ସୋରେନ ଝାଡ଼ଖଣ୍ଡର ଦୁଇଥର ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ ତୁଳାଇଛନ୍ତି ।

ପ୍ରଥମ ଥର ପାଇଁ ୨୦୦୫ରେ ମୁଖ୍ୟମନ୍ତ୍ରୀ ହୋଇଥିଲେ ଶିବୁ ସୋରେନ । କିନ୍ତୁ ବିଧାନସଭାରେ ସଂଖ୍ୟାଗରିଷ୍ଠତା ହାସଲ କରିବାରେ ବିଫଳ ହେବାରୁ ତାଙ୍କୁ କାର୍ଯ୍ୟଭାର ଗ୍ରହଣ କରିବାର ମାତ୍ର ୯ ଦିନ ମଧ୍ୟରେ ପଦ ଛାଡିବାକୁ ପଡିଥିଲା। ପରେ ସେ ପୁନର୍ବାର ନିର୍ବାଚିତ ହୋଇ ୨୦୦୮ରେ ମୁଖ୍ୟମନ୍ତ୍ରୀ ହୋଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ