Masthead

ଧାର ଟଙ୍କାକୁ କେନ୍ଦ୍ର କରି ଅପହରଣ, ପରେ ମୃତ୍ୟୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଧାର ଟଙ୍କାକୁ କେନ୍ଦ୍ର କରି ଜଣେ ବ୍ୟକ୍ତିଙ୍କୁ ଧାର ଟଙ୍କାକୁ କେନ୍ଦ୍ର କରି । ପରେ ଶହୀଦନଗର ଥାନା ପରିସରରେ ତାଙ୍କର ମୃତ୍ୟୁ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଭୁବନେଶ୍ବର ସହିଦନଗର ଥାନା ପରିସରରେ । ମୃତକ ହେଲେ ଗାଡ଼କଣ ଅଞ୍ଚଳରେ ରହୁଥିବା ବିଚିତ୍ର ପଲେଇ। ରାଜଧାନୀ ରଜରାସ୍ତାରେ ଗତକାଲି ବିଳମ୍ବିତ ଜଣେ ଯୁବକଙ୍କୁ ଦୁର୍ବୃତ୍ତମାନେ କାର୍‌ରେ ଅପହରଣ କରି ନେବାକୁ ଉଦ୍ୟମ କରିଥିଲେ ।

ହେଲେ ଯୁବକଜଣଙ୍କ ଚଳନ୍ତା କାର୍‌ରୁ ଡେଇଁ ଥାନାରେ ପହଞ୍ଚିବା ପରେ ତାଙ୍କର ମୃତ୍ୟୁ ହୋଇଛି। ସୂଚନା ଅନୁସାରେ ବିଚିତ୍ର ଗତକାଲି ରାତିରେ ଅପହରଣକାରୀଙ୍କ ଠାରୁ ବର୍ତ୍ତିବାକୁ ଚେଷ୍ଟା କରି ପ୍ରଥମେ କାର୍ ଭିତରୁ ଡେଇଁ ପଡ଼ିଥିଲେ ଓ ପରେ ସହିଦନଗର ଥାନା ଭିତରେ ପଶିଯାଇ ସେଠାରେ ସଂଜ୍ଞାହୀନ ହୋଇପଡ଼ିଥିଲ । ପରେ ତାଙ୍କର ମୃତ୍ୟୁ ହୋଇଯାଇଥିଲ । ସେପଟେ ଧାର ଟଙ୍କାକୁ ନେଇ ବିଚିତ୍ରଙ୍କୁ ଆକ୍ରମଣ ଓ ଅପହରଣ ସନ୍ଦେହ, ଜଣେ ମହିଳାଙ୍କ ସହ ୨ ଜଣଙ୍କୁ ଅଟକ ରଖି ପୋଲିସର ପଚରାଉଚରା କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର