ସୁପ୍ରିମକୋର୍ଟରେ ନିଯୁକ୍ତି ହେଲେ ଆଉ ୨ ବିଚାରପତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସୁପ୍ରିମକୋର୍ଟରେ ନିଯୁକ୍ତି ହେଲେ ଆଉ ୨ ବିଚାରପତି । କେନ୍ଦ୍ର ସରକାର ସୁପ୍ରିମକୋର୍ଟରେ ୨ ଜଣ ନୂଆ ବିଚାରପିତିଙ୍କୁ ନିଯୁକ୍ତି ଦେଇଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟର ମୋଟ ଥିବା ବିଚାରପିତିଙ୍କ ସଂଖ୍ୟା ୩୪କୁ ଛୁଇଁଛି। ଯାହାକୁ ନେଇ କେନ୍ଦ୍ର ଆଇନ ମନ୍ତ୍ରୀ କିରଣ ରଜିଜ୍ଜୁ ଟ୍ୱିଟ୍‌ କରି ସୂଚନା ଦେଛନ୍ତି। ସେ କହିଛନ୍ତି ଯେ ଦୁଇଜଣ ହାଇକୋର୍ଟର ମୁଖ୍ୟ ବିଚାରପତି ସୁପ୍ରିମକୋର୍ଟକୁ ଉନ୍ନୀତ ହୋଇଛନ୍ତି ।

ସେମାନଙ୍କୁ ମୁଁ ଶୁଭକାମନା ଜଣାଉଛି। ଏହି ନୂଆ ନିଯୁକ୍ତି ସହ ଭାରତର ସମ୍ବିଧାନ ବ୍ୟବସ୍ଥା ଅନୁଯାୟୀ ରାଷ୍ଟ୍ରପତି ହାଇକୋର୍ଟର ବିଚାରପତିମାନଙ୍କୁ ସୁପ୍ରିମକୋର୍ଟର ବିଚାରପତି ଭାବରେ ନିଯୁକ୍ତ କରିଛନ୍ତି। ଆହ୍ଲାବାଦ ହାଇକୋର୍ଟର ମୁଖ୍ୟ ବିଚାରପତି ରାଜେଶ ବିନ୍ଦଲ ଏବଂ ଗୁଜରାଟ ହାଇକୋର୍ଟର ମୁଖ୍ୟ ବିଚାରପତି ଅରବିନ୍ଦ କୁମାର ସୁପ୍ରିମକୋର୍ଟରେ ନୂଆ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ