Masthead

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବାୟୁସେନାର ସ୍ୱତନ୍ତ୍ର ବିମାନରେ ରାଷ୍ଟ୍ରପତି ପହଞ୍ଚିଛନ୍ତି । ସାଙ୍ଗରେ ଅଛନ୍ତି କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ । ବିମାନ ବନ୍ଦରରୁ ସିଧାସଳଖ ଉତ୍କଳ ମଣ୍ଡପରେ ଆୟୋଜିତ ଜ୍ଞାନପ୍ରଭା ମିସନର ପ୍ରତିଷ୍ଠା ଦିବସରେ ଯୋଗଦେବେ । ପରେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଦ୍ୱିତୀୟ ସମାବର୍ତ୍ତନ ଉତ୍ସବରେ ଯୋଗଦେଇ ଦୀକ୍ଷାନ୍ତ ଭାଷଣ ଦେବେ ରାଷ୍ଟ୍ରପତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା