Masthead

କଂଗ୍ରେସରେ ମିଶିଲେ ବିଜୟ ପଟ୍ଟନାୟକ

ନୂଆଦିଲ୍ଲୀ(ବଡ଼ ଖବର): କଂଗ୍ରେସର ହାତ ଧରିଲେ ଓଡ଼ିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ । ଦିଲ୍ଲୀ ଏଆଇସିସି କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି ବିଜୟ । କଂଗ୍ରେସ ସଭାପତି ମଲ୍ଲିକାର୍ଜୁନେ ଖଡଗେ, ପିସିସି ସଭାପତି ଶରତ ପଟ୍ଟନାୟକ, ଓଡ଼ିଶା ପ୍ରଭାରୀ ଚେଲ୍ଲା କୁମାରଙ୍କ ଉପସ୍ଥିତିରେ କଂଗ୍ରେସରେ ସାମିଲ ହୋଇଛନ୍ତି ବିଜୟ । କଂଗ୍ରେସରେ ଯୋଗ ଦେବା ପରେ ବିଜୟ କହିଛନ୍ତି, ପ୍ରଥମ ଥର ପାଇଁ ରାଜନୀତିରେ ପାଦ ଦେଇଛି । ନୀତି ଆଦର୍ଶକୁ ନେଇ ଆଗକୁ ବଢିବି । ଓଡ଼ିଶାରେ ଦୁର୍ନୀତି ଓ କୁଶାସନ ଚାଲିଛି । ପ୍ରଶାସନ ଲୋକଙ୍କ ପାଖରେ ପହଞ୍ଚୁନାହିଁ । ମୁଁ ଲୋକଙ୍କ ପାଇଁ କାମ କରିବି । କଂଗ୍ରେସର ଉଦାରବାଦୀ ନୀତି ପାଇଁ ହାତ ଧରିଛି । ରାହୁଲଙ୍କ ଗାନ୍ଧୀଙ୍କ ଭାରତ ଯୋଡ ଯାତ୍ରା, ପ୍ରେମ ଓ ଭଲପାଇବାର ଯାତ୍ରା ବୋଲି କହିଛନ୍ତି ବିଜୟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ