Masthead

‘କବିତାରୁ ପ୍ରେମ ହୋଇଥାଏ ନା ପ୍ରେମରୁ କବିତା’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ‘ଆପଣ କେତେଥର ପ୍ରେମ କରିଛନ୍ତି’ ବୋଲି ରାଜ୍ୟ ସଭାରେ ଅଧ୍ୟକ୍ଷତା କରୁଥିବା ଉପରାଷ୍ଟ୍ରପତି ଜଗଦୀପ୍‌ ଧନଖରଙ୍କୁ ଶୁକ୍ରବାର କଂଗ୍ରେସ ଏମ୍‌ପି ପ୍ରମୋଦ ତିଓ୍ବାରୀ ପ୍ରଶ୍ନ କରିଥିଲେ । ଯାହାକୁ ନେଇ ଗୃହରେ ହସର ମାହୋଲ ସୃଷ୍ଟି ହୋଇଥିଲା ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ବେଳେ ବିରୋଧୀ ଦଳ ନେତାଙ୍କ ଭାଷଣର କିଛି ଅଂଶକୁ ବାଦ୍‌ ଦେବା ପାଇଁ ଅଧ୍ୟକ୍ଷଙ୍କ ନିଷ୍ପତ୍ତି ବିରୋଧରେ ଆଲୋଚନା ଚାଲିଥିଲା ।

ତିଓ୍ବାରୀ କହିଥିଲେ, ମଲ୍ଲିକାର୍ଜୁନ ଖାର୍ଗେ ଆପଣଙ୍କ ପ୍ରେମରେ ଏକ କବିତା ଲେଖିଛନ୍ତି। କବିତାରୁ ପ୍ରେମ ହୋଇଥାଏ ନା ପ୍ରେମରୁ କବିତା ବୋଲି ଧନକର ପ୍ରଶ୍ନ କରିଥିଲେ। ଆପଣ କେତେଥର ପ୍ରେମ କରିଛନ୍ତି ବୋଲି ତିଓ୍ବାରୀ ଧନକରଙ୍କୁ ପଚାରିଥିଲେ। ଯେହେତୁ ସମସ୍ତେ ଆପଣଙ୍କୁ ଭଲ ପାଉଛନ୍ତି, ତେଣୁ ବିରୋଧୀ ଦଳ ନେତା ଏକ କବିତା ଆବୃତ୍ତି କରିଛନ୍ତି ବୋଲି ତିଓ୍ବାରୀ କହିବାରୁ ଧନକର କିଛି ଉତ୍ତର ନ ଦେଇ କେବଳ ହସିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି