Masthead

‘ଉନ୍ନତ ତ୍ରିପୁରା, ଶ୍ରେଷ୍ଠ ତ୍ରିପୁରା’

ଅଗରତାଲା (ବଡ଼ ଖବର ବ୍ୟୁରୋ): ଅଗରତାଲାରେ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ କରାଯାଇଛି । ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଦଳର ନିର୍ବାଚନୀ ଇସ୍ତାହାର ‘ଉନ୍ନତ ତ୍ରିପୁରା, ଶ୍ରେଷ୍ଠ ତ୍ରିପୁରା’ ଉନ୍ମୋଚନ କରିଛନ୍ତି। ଏଥିରେ ଲୋକଙ୍କୁ ୫ ଟଙ୍କାରେ ରନ୍ଧା ଖାଦ୍ୟ, ଆର୍ଥିକ ଦୁର୍ବଳ ଶ୍ରେଣୀ ପରିବାରରେ କନ୍ୟାସନ୍ତାନ ଜନ୍ମ ହେଲେ ୫୦ ହଜାର ଟଙ୍କାର ବଣ୍ଡ, ମେଧାବୀ କଲେଜ ଛାତ୍ରୀଙ୍କୁ ସ୍କୁଟି ଏବଂ ୫୦ ହଜାର ମେଧାବୀ ଛାତ୍ରଙ୍କୁ ସ୍ମାର୍ଟଫୋନ୍‌ ପ୍ରତିଶ୍ରୁତି ଦିଆଯାଇଛି।

ପିଏମ୍‌ ଉଜ୍ଜ୍ୱଳା ହିତାଧିକାରୀଙ୍କୁ ବର୍ଷକୁ ୨ଟି ଏଲ୍‌ପିଜି ସିଲିଣ୍ଡର ମାଗଣାରେ ଯୋଗାଇ ଦିଆଯିବା ସହ ସମସ୍ତ ଯୋଗ୍ୟ ଭୂମିହୀନଙ୍କୁ ଜମି ପଟ୍ଟା ଏବଂ ଭୂମିହୀନ କୃଷକଙ୍କୁ ୩,୦୦୦ ଟଙ୍କାର ଆର୍ଥତ୍କ ସହାୟତା ଯୋଗାଇଦିଆଯିବ। ଆଦିବାସୀ ଭୋଟର ନିର୍ଣ୍ଣାୟକ ହୋଇଥିବାରୁ ସେମାନଙ୍କୁ ଆକୃଷ୍ଟ କରିବା ଲାଗି ଭାଜପା ସେମାନଙ୍କ ଅଞ୍ଚଳକୁ ଅଧିକ ସ୍ବାୟତ୍ତ ଶାସନ କ୍ଷମତା ପ୍ରଦାନ କରିବ ବୋଲି ପ୍ରତିଶ୍ରୁତି ଦେଇଛି। ତ୍ରିପୁରାରେ ଭାଜପା କ୍ରମାଗତ ଦ୍ୱିତୀୟ ଥର ସରକାର ଗଢ଼ିବାକୁ ଲକ୍ଷ୍ୟ ରଖିଥିବାବେଳେ ଆଦିବାସୀମାନଙ୍କ ପାଇଁ ସ୍ବତନ୍ତ୍ର ରାଜ୍ୟ ଚାହୁଁଥିବା ଟିପ୍ରା ମୋଥା (ତିପ୍ରହା ଇଣ୍ଡିଜେନିଅସ୍‌ ପ୍ରୋଗ୍ରେସିଭ୍‌ ରିଜିଅନାଲ ଆଲାଏନ୍ସ) ଆଦିବାସୀ ଅଞ୍ଚଳରେ ବଡ଼ ଚ୍ୟାଲେଞ୍ଜ ଭାବେ ଉଭା ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା