ଖାଲିପାଦରେ ଚାଲି ଚାଲି ଗଲେ ମହାମହିମ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶା ଦେଖିଲା ରାଷ୍ଟ୍ରପତିଙ୍କ ସରଳତାର ଭାବ । ବିନ୍ଦୁସାଗର ଓ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କୁ ଦର୍ଶନ କରିବାପାଇଁ ଖାଲିପାଦରେ ଚାଲି ଚାଲି ଗଲେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କ ସହ ଖାଲି ପାଦରେ ଚାଲିଲେ ବରିଷ୍ଠ ଅଧିକାରୀ । କଡା ସୁରକ୍ଷା ଭିତରେ ବାବା ଲିଙ୍ଗରାଜଙ୍କ ମନ୍ଦିରରେ ପହଞ୍ଚିଥିଲେ । ସେଠାରେ ଆଦିବାସୀ ନୃତ୍ୟଗୀତରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରାଯାଇଥିବା ବେଳେ ମନ୍ଦିରର ୪ ନିଯୋଗ ସମ୍ପାଦକ ତାଙ୍କୁ ପାଛୋଟି ନେଇଥିଲେ । ପୂଜା କରିବା ପୂର୍ବରୁ ରାଷ୍ଟ୍ରପତି ବିନ୍ଦୁ ସାଗରରେ ପାଦ ଧୋଇ ଖାଲି ପାଦରେ ଚାଲି ଚାଲି ମନ୍ଦିରରେ ପ୍ରବେଶ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!