Masthead

ଦିଲ୍ଲୀ ମଦ ଦୁର୍ନୀତି ମାମଲା, ଗିରଫ ହେଲେ ସାଂସଦ ମଗୁନତା ଶ୍ରୀନିବାସୁଲା ରେଡ୍ଡୀଙ୍କ ପୁଅ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ଇଡି ଆଜି ଆଉ ଏକ ବ୍ୟକ୍ତିଙ୍କୁ ଗିରଫ କରିଛି। ଇଡି ଶୁକ୍ରବାର ଦିନ YSRCP ସାଂସଦ ମଗୁନତା ଶ୍ରୀନିବାସୁଲା ରେଡ୍ଡୀଙ୍କ ପୁଅ ମଗୁନତା ରାଘବଙ୍କୁ ଗିରଫ କରିଛି। ଇଡି ଦାବି କରିଛି ଯେ ଦିଲ୍ଲୀର ମଦ ବ୍ୟବସାୟ ସଂପର୍କରେ ଦିଲ୍ଲୀର ସିଏମ୍ ଅରବିନ୍ଦ କେଜ୍ରିୱାଲ ମଗୁନତା ଶ୍ରୀନିବାସାଲୁ ରେଡ୍ଡୀଙ୍କୁ ଭେଟିଛନ୍ତି।

ସୂଚନାମୁତାବକ ପୂର୍ବରୁ ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ସିବିଆଇ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ବୁଚିବାବୁ ଗୋରାଣ୍ଟଲାଙ୍କୁ ଗିରଫ କରିଥିଲା। ବୁଚିବାବୁ ଗୋରାଣ୍ଟଲା ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେସିଆରଙ୍କ ଝିଅ କବିତାଙ୍କ ପୂର୍ବତନ ଅଡିଟର ଥିଲେ । କେନ୍ଦ୍ରୀୟ ଅନୁସନ୍ଧାନକାରୀ ଏଜେନ୍ସି ଦାବି କରିଛି ଯେ ଗୋରାଣ୍ଟଲା ଅନୁସନ୍ଧାନକାରୀଙ୍କ ସହ ସହଯୋଗ କରୁନାହାନ୍ତି । ଏହାପୂର୍ବରୁ ଡିସେମ୍ବର ୧୨ ରେ ସିବିଆଇ ହାଇଦ୍ରାବାଦରେ ମୁଖ୍ୟମନ୍ତ୍ରୀ କେସିଆରଙ୍କ ଝିଅ କବିତାଙ୍କୁ ୭ ଘଣ୍ଟାରୁ ଅଧିକ ସମୟ ଧରି ଦଳ ପଚରାଉଚରା କରିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’