Masthead

୨୪ ଘଣ୍ଟାରେ ୨ ଥର ଭୂମିକମ୍ପ

ଗୁଜୁରାଟ (ବଡ଼ ଖବର ବ୍ୟୁରୋ): ୨୪ ଘଣ୍ଟାରେ ୨ ଥର ଭୂମିକମ୍ପ । ଭାରତର ଗୁଜୁରାଟରେ ୨୪ ଘଣ୍ଟାରେ ୨ ଥର ଭୂମିକମ୍ପ ଅନୁଭୂତ ହୋଇଛି । ତୁର୍କୀ ଓ ସିରିଆର ଭୟାବହ ଭୂମିକମ୍ପ ପରେ ଏବେ ଭାରତର ଗୁଜରାଟରେ ୨୪ଘଣ୍ଟା ମଧ୍ୟରେ ୨ଥର ଭୂକମ୍ପ ଅନୁଭୂତ ହୋଇଛି । ଗତ ରାତିରେ ଗୁଜରାଟର ସୁରଟ ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଥିଲା । ଏହାର ତୀବ୍ରତା ରିକ୍ଟର ସ୍କେଲରେ ୩.୮ ଥିବା ବେଳେ ଏବେ କଚ୍ଛରେ ଅନୁଭୂତ ହୋଇଥିବା ଭୂକମ୍ପର ତୀବ୍ରତା ୩.୭ ରହିଛି । ଭୂକମ୍ପ ବିଜ୍ଞାନ ଅନୁସଂସ୍ଥାନ ସଂସ୍ଥାର ଜଣେ ଅଧିକାରୀ କହିଛନ୍ତି କି କଚ୍ଛରେ ଅନୁଭୂତ ହୋଇଥିବା ଭୂକମ୍ପର ତୀବ୍ରତା ୩.୮ମାଗ୍ସିଚ୍ୟୁଟ ରହିଛି ।

ଏହାର କେନ୍ଦ୍ର ମାଟିତଳେ ୫.୨ କିଲୋମିଟର ଗଭୀର ବୋଲି କୁହାଯାଇଛି । ଏହାର କେନ୍ଦ୍ରସ୍ଥଳ ଆରବସାଗର ଥିଲା । ଭୂକମ୍ପରେ କୌଣସି ଧନଜୀବନ କ୍ଷତି ହୋଇ ନଥିବା କଥା ସୂଚନା ରହିଛି । ସେପଟେ ୨୦୦୧ରେ ଗୁଜରାଟର ସୁରଟରେ ଯେଉଁ ଭୂମିକମ୍ପ ଆସିଥିଲା ତାହାକୁ ଭାରତର ତୃତୀୟ ବଡ ଓ ଦ୍ୱିତୀୟ ସର୍ବାଧିକ ବିନାଶକାରୀ ଭୂକମ୍ପ ବୋଲି କୁହାଯାଇଛି । ଏଥିରେ ୧୩,୮୦୦ରୁ ଅଧିକ ଲୋକ ମୃତ୍ୟୁବରଣ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି