Masthead

ଆଜି ଭାରତ-ପାକିସ୍ତାନ ମୁକାବିଲା

ମୁମ୍ବାଇ (ବଡ଼ ଖବର ବ୍ୟୁରୋ):  ଆଜି ମୁହାଁ ମୁହିଁ ହେବେ ଭାରତ-ପାକିସ୍ତାନ । ଚଳିତ ଆଇସିସି ମହିଳା ଟ୍ବେଣ୍ଟି୨୦ ବିଶ୍ବକପର କେପ୍‌ଟାଉନର ନ୍ୟୁଜଲାଣ୍ଡ କ୍ରିକେଟ ଗ୍ରାଉଣ୍ଡରେ ଗ୍ରୁପ-ଏ ର ଭାରତ ଓ ପାକିସ୍ତାନ ମଧ୍ୟରେ ମ୍ୟାଚ ଖେଳାଯିବ। ହରମନପ୍ରୀତ କୌରଙ୍କ ନେତୃତ୍ବାଧିନ ଭାରତୀୟ ମହିଳା କ୍ରିକେଟ ଦଳ ଗତ ୨୦୨୦ରେ ଚମତ୍କାର ପ୍ରଦର୍ଶନ କରି ଫାଇନାଲରେ ପ୍ରବେଶ କରିଥିଲା।

ଫାଇନାଲରେ ଅଷ୍ଟ୍ରେଲିଆ ନିକଟରୁ ପରାଜିତ ହୋଇ ରନର୍ସଅପ ହୋଇଥିଲା। ତାରକା ଓପନର ସ୍ମୃତି ମାନ୍ଧାନା ଆଙ୍ଗୁଠି ଆଘାତ ସମସ୍ୟାରୁ ମୁକୁଳି ନଥିବାବେଳେ ପାକିସ୍ତାନ ବିପକ୍ଷ ମ୍ୟାଚ ଖେଳିବା ନେଇ ଆଶଙ୍କା ରହିଛି। ୧୯ ବର୍ଷରୁ କମ୍‌ ମହିଳା ଟ୍ବେଣ୍ଟି୨୦ ବିଶ୍ବକପ ବିଜୟୀ ଭାରତୀୟ ଦଳର ଅଧିନାୟିକା ଶେଫାଳି ବର୍ମା ସିନିୟର ଟ୍ବେଣ୍ଟି୨୦ ବିଶ୍ବକପକୁ ନେଇ ଉତ୍ସାହିତ ଅଛନ୍ତି। ଚଳିତ ବିଶ୍ବକପରେ ଭାରତ ଭଲ ପ୍ରଦର୍ଶନ କରିବା ନେଇ ଆଶା ରଖିଛି। ଅନ୍ୟପକ୍ଷରେ ପାକିସ୍ତାନ ବିସ୍‌ମା ମାରୁଫଙ୍କ ନେତୃତ୍ବରେ ଖେଳିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି