Masthead

ମହାରାଷ୍ଟ୍ରର ନୂଆ ରାଜ୍ୟପାଳ ହେଲେ ରମେଶ ବୈସ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ):ବଦଳିଲେ ଦେଶର ୧୨ ରାଜ୍ୟପାଳ । ଝାଡଖଣ୍ଡ, ଆସାମ, ହିମାଚଳପ୍ରଦେଶ, ମଣିପୁର, ଆନ୍ଧ୍ରପ୍ରଦେଶ, ମହାରାଷ୍ଟ୍ର, ଅରୁଣାଚଳପ୍ରଦେଶ, ସିକିମ, ଛତିଶଗଡ଼, ନାଗାଲାଣ୍ଡ, ବିହାର, ମହାରାଷ୍ଟ୍ର ରାଜ୍ୟପାଳ ଓ ଲଦାଖ ରାଜ୍ୟପାଳଙ୍କ ଇସ୍ତଫା ଗୃହିତ ।ମହାରାଷ୍ଟ୍ରରେ ବିଧାନସଭା ର୍ନିବାଚନର କିଛି ମାସ ପୂର୍ବରୁ ରାଜ୍ୟପାଳ ଭଗତ ସିଂ କୋଶିୟାରୀ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରବିବାର ତାଙ୍କ ଇସ୍ତଫା ଗ୍ରହଣ କରିଛନ୍ତି। ତାଙ୍କ ସ୍ଥାନରେ ରମେଶ ବୈସଙ୍କୁ ମହାରାଷ୍ଟ୍ରର ନୂତନ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି। ୨୦୧୯ରେ ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଭଗତ ସିଂ କୋଶିୟାରୀ ମହାରାଷ୍ଟ୍ରର ନୂତନ ରାଜ୍ୟପାଳ ଭାବରେ ନିଯୁକ୍ତ ହୋଇଥିଲେ। ଏହାପୂର୍ବରୁ ସେ ନୈନିତାଲ ଏମ୍‌ପି ମଧ୍ୟ ରହିଛନ୍ତି। ମହାରାଷ୍ଟ୍ରର ପୂର୍ବତନ ରାଜ୍ୟପାଳ ସି ରବି ଶଙ୍କରଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ତାଙ୍କୁ ମହାରାଷ୍ଟ୍ରର ନୂତନ ରାଜ୍ୟପାଳ କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ