Masthead

ବାଣୀବିହାରରେ ଜେଏନୟୁ ତାତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବାଣୀବିହାରରେ ଜେଏନୟୁ ତାତି । ଅଶାନ୍ତ ହେଉଛି ବାଣୀବିହାର । ଉତ୍କଳ ବିଶ୍ୱବିଦ୍ୟାଳୟରେ ଦେଖିବାକୁ ମିଳିଲା ଜେଏନୟୁ ତାତି ।  ଉତ୍କଳ ବିଶ୍ୱବିଦ୍ୟାଳୟରେ ପିଜି କାଉନସିଲ ଅଡ଼ିଟୋରିୟମ ଠାରେ ” ସମ୍ବିଧାନ ଏବଂ ଶିକ୍ଷା” ସମ୍ପର୍କରେ ଆଲୋଚନା ସଭା ଚାଲିଥିବାବେଳେ ସେଠାରେ ମୁହାଁମୁହିଁ ପରିସ୍ଥିତି ଦେଖିବାକୁ ମିଳିଥିଲା । ତେବେ ଜେଏନୟୁରୁ ଆସିଥିବା ପ୍ରଫେସରଙ୍କ ଉପରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି ।

ଜେଏନୟୁର ଅର୍ଥନୀତି ବିଭାଗର ପ୍ରଫେସର ସୁରଜିତ୍ ମଜୁମଦାର ଏହି ସେମିନାରରେ ଯୋଗ ଦେବାକୁ ଆସିଥିଲେ, ଭାରତୀୟ ସମ୍ବିଧାନ ଉପରେ ସେଠାରେ ସେମିନାର ଆୟୋଜିତ ହୋଇଥିଲା । ଏହି ସମୟରେ କିଛି ଛାତ୍ର ସେଠାକୁ ଆସି ସେମିନାର ବନ୍ଦ କରିବାକୁ କହିବା ସହ ଯୁକ୍ତିତର୍କ କରିବାରୁ ମୁହାଁମୁହିଁ ପରିସ୍ଥିତି ଦେଖିବାକୁ ମିଳିଥିଲା । ତେବେ କିଛି ଛାତ୍ର ଅତିଥିଙ୍କୁ ଆକ୍ରମଣ କରିଥିବା ମଧ୍ୟ ଅଭିଯୋଗ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ