Masthead

ଥାନାରେ ପରିସରରେ ଅଗ୍ନିକାଣ୍ଡ, ଜଳିଗଲା ଗାଡ଼ି

ମୟୁରଭଞ୍ଜ(ବଡ଼ ଖବର ବ୍ୟୁରୋ): ମୟୁରଭଞ୍ଜ ଜିଲ୍ଲା ମହୁଲଡିହା ଥାନା ପରିସରରେ ଘଟିଛି ଭୟାବହ ଅଗ୍ନିକାଣ୍ଡ। ଅଗ୍ନିକାଣ୍ଡରେ ଥାନା ପରିସରରେ ଜବତ ହୋଇ ରହିଥିବା ଅନେକ ଗାଡି ଜଳିପୋଡ଼ି ପାଉଁଶ ହୋଇଯାଇଛି। ସୂଚନା ଅନୁଯାୟୀ ମହୁଲଡିହା ଥାନା ପଛପଟେ ଥିବା ପାଚେରୀ ଭିତରେ ପଡ଼ିଥିବା ପତ୍ରରେ କୈାଣସି କାରଣରୁ ନିଆଁ ଲାଗିଯାଇଥିଲା।

ନିଆଁର ପ୍ରକୋପ ଏତେ ମାତ୍ରାରେ ବଢ଼ିଯାଇଥିଲା ଯେ ପାଚେରୀ ପରିସର ଭିତରେ ଥିବା ଜବତ ଗାଡ଼ି ଗୁଡ଼ିକରେ ନିଆଁ ଲାଗି ଜଳିବାକୁ ଲାଗିଲା। ଖବର ପାଇ ଠାକୁରମୁଣ୍ଡା ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଂଚି ନିଆଁକୁ ଆୟତ୍ତ କରିଥିଲେ। ଗୋଟିଏ କାର, ୧୮ ଗୋଟି ମଟରସାଇକେଲ,୨ଟି ଅଟୋ,୪ଟି ସାଇକେଲ ସମ୍ପୂର୍ଣ୍ଣ ଜଳି ଯାଇଥିବା ବେଳେ ଅନେକ ଗାଡି ଆଂଶିକ କ୍ଷତିଗ୍ରସ୍ତ ହୋଇଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ