Masthead

ଚୀନର ସୀମା ଦଖଲ ଉଦ୍ୟମ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଚାଇନା ଚଳାଇଛି ସୀମା ଦଖଲ ଉଦ୍ୟମ । ବେଜିଂ ଭାରତ-ଚାଇନା ମଝିରେ ଥିବା ଅନ୍ତର୍ଜାତୀୟ ସୀମା ସଂଲଗ୍ନ ଅଞ୍ଚଳକୁ ଦଖଲ ଲାଗି ନିର୍ମାଣ କାର୍ୟ୍ୟ ଜାରି ରଖିଛି। ଲଦାଖର ପାଙ୍ଗୋଙ୍ଗ୍‌ ହ୍ରଦ, ତିବ୍ଦତ, ଅରୁଣାଚଳ ପ୍ରଦେଶ ଓ ସିକିମ୍‌ରେ ଚାଇନାର ପିପୁଲ୍ସ ଲିବରେଶନ୍‌ ଆର୍ମି (ପିଏଲ୍‌ଏ) ସୈନ୍ୟ ଭାରତୀୟ ସେନାକୁ ପ୍ରତିହତ କରିବାକୁ ଜଗିରହିଛନ୍ତି। ଭାରତୀୟ ସେନା ଯୁଦ୍ଧ ଭଳି ସ୍ଥିତିର ମୁକାବିଲା ପାଇଁ ସକ୍ଷମ ଓ ପ୍ରସ୍ତୁତ ହୋଇ ରହିଥିବା କହୁଥିଲେ ମଧ୍ୟ ପ୍ରକୃତ ନିୟନ୍ତ୍ରଣରେଖା (ଏଲ୍‌ଏସି) ସଂଲଗ୍ନ ଅଞ୍ଚଳରେ ପିଏଲ୍‌ଏ ପକ୍ଷରୁ ଏୟାରଷ୍ଟ୍ରିପ୍‌ ଓ ବ୍ରିଜ୍‌ ନିର୍ମାଣ ଚାଲିଛି। ପାଙ୍ଗୋଙ୍ଗ୍‌ ହ୍ରଦ ଦକ୍ଷିଣ ପାର୍ଶ୍ୱରେ ଯୁଦ୍ଧକାଳୀନ ଭିତ୍ତିରେ ଚାଇନା ୮ ମିଟର ଦୈର୍ଘ୍ୟ ବିଶିଷ୍ଟ ଏକ ବ୍ରିଜ୍‌ ନିର୍ମାଣ କରୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ