Masthead

ଆଜି ସରୁଛି ଗୋପାଳ ୫ ଦିନିଆ ରିମାଣ୍ଡ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ ): ଆଜି ସରୁଛି ଗୋପାଳ ଦାସର ୫ ଦିନିଆ ରିମାଣ୍ଡ । କୋର୍ଟରେ ହାଜର କରି ଆଉ ଥରେ ରିମାଣ୍ଡରେ ନେବାକୁ ଆବେଦନ କରିପାରେ କ୍ରାଇମବ୍ରାଞ୍ଚ । ଗୁଜୁରାଟରେ ନାର୍କୋ ଟେଷ୍ଟ ପରେ ଝାରସୁଗୁଡା ଫେରିଛି ଗୋପାଳ ଦାସ । ଗତକାଲି ବିଳମ୍ବିତ ରାତିରେ ଗୋପାଳକୁ ଝାରସୁୁଗୁଡା ଏୟାରପୋର୍ଟ ଥାନାରେ ରଖି ଅଧିକ ପଚରାଉଚରା କରାଯାଇଛି । ଏପଟେ ଆଜି ଗୋପାଳର ୫ ଦିନିଆ ରିମାଣ୍ଡ ଶେଷ ହେଉଛି । ତେଣୁ କ୍ରାଇମବ୍ରାଞ୍ଚ ଅଭିଯୁକ୍ତ ଗୋପାଳକୁ ଆଜି କୋର୍ଟରେ ହାଜର କରି ପୁଣି ଥରେ ରିମାଣ୍ଡରେ ନେବାକୁ ଆବେଦନ କରିପାରେ । ଏଥି ସହ ନାର୍କୋ ଟେଷ୍ଟ ରିପୋର୍ଟ କୋର୍ଟରେ ଦାଖଲ କରିବ କ୍ରାଇମବ୍ରାଞ୍ଚ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼