Masthead

୩ଡିଗ୍ରୀ କମିବ ରାତି ତାପମାତ୍ରା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ ): ଆଜିଠୁ ପୁଣି ବଢିବ ଶୀତ । ଖସିବ ରାତି ତାପମାତ୍ରା । ୨ଦିନରେ ୩ ଡିଗ୍ରୀ ରାତି ତାପମାତ୍ରା ଖସିବା ନେଇ ପାଣିପାଗ ବିଭାଗର ଆକଳନ କରିଛି । କିଛି ଦିନ ଧରି ଦିନରେ ପ୍ରଚଣ୍ଡ ଖରା ଅନୁଭୂତ ହେଉଥିବା ବେଳେ ରାତିରେ ଶୀତର ପ୍ରକୋପ ମଧ୍ୟ ଜାରି ରହିଛି । ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ଫୁଲବାଣୀ ଜି. ଉଦରଗିରିରେ ୭.୬ ଡିଗ୍ରୀ ରେକର୍ଡ କରାଯାଇଛି । ତେବେ ଆଜି ରାତିରୁ ରାଜ୍ୟର ପାରଦସ୍ତର ଖସିବା ଆରମ୍ଭ ହେବ । ୨ ଦିନରେ ରାତି ତାପମାତ୍ରା ୩ ଡିଗ୍ରୀ ପର୍ୟ୍ୟନ୍ତ ଖସିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଫଳରେ ରାଜ୍ୟରେ କିଛି ଅଞ୍ଚଳରେ ପ୍ରବଳ ଶୀତ ଅନୁଭୁତ ହେବା ସହ ଅନ୍ୟ କିଛି ଅଂଚଳରେ ହାଲୁକା ଶୀତ ଅନୁଭୁତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା