Masthead

ରାହୁଲଙ୍କୁ ସ୍ୱାଧୀକାର ଭଙ୍ଗ ନୋଟିସ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ରାହୁଲଙ୍କୁ ସ୍ବାଧିକାର ଭଙ୍ଗ ନୋଟିସ ଜାରି କରାଯାଇଛି । ଲୋକସଭା ସଚିବାଳୟ ପକ୍ଷରୁ ଏହି ନୋଟିସ ଜାରି କରାଯାଇଛି । ବିଜେପି ନେତା ନିଶିକାନ୍ତ ଦୁବେ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀ ଆଣିଥିବା ସ୍ବାଧିକାର ଭଙ୍ଗ ଅଭିଯୋଗ ଆଧାରରେ ସଚିବାଳୟ ରାହୁଲଙ୍କୁ ନୋଟିସ ଜାରି କରିଛି। ନୋଟିସରେ ବିଜେପି ଆଣିଥିବା ଅଭିଯୋଗର ଜବାବ ଫେବୃଆରୀ ୧୫ ସୁଦ୍ଧା ଦେବାକୁ କୁହାଯାଇଛି। ବିଜେପି ଅଭିଯୋଗ କରିଛି ଯେ ରାହୁଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିରୋଧରେ ମିଛ, ଘୃଣ୍ୟ, ଅସାମ୍ବିଧାନିକ ଓ ଭିତ୍ତିହୀନ ଅଭିଯୋଗ ଆଣିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ରାହୁଲ ଆଣିଥିବା ମିଥ୍ୟା ଅଭିଯୋଗକୁ ନିୟମ ୩୮୦ ଅନୁଯାୟୀ ଗୃହକାର୍ୟ୍ୟରୁ ବାଦ୍ ଦେବାକୁ ମଧ୍ୟ ବିଜେପି କହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଲଘୁଚାପ ବର୍ଷା ଚାଷୀଙ୍କ ମୁଣ୍ଡରେ ସାଜିଛି ଚଡ଼କ 🔴 କାଣି ନଦୀରେ ଧସିଲା ବନ୍ଧ 🔴 ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର  🔴 ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, OCS ନିୟମରେ ପରିବର୍ତ୍ତନ 🔴 ପତାକା ଉତ୍ତୋଳନ ବେଳେ ଅଘଟଣ 🔴 ଗଲ୍ଫ ଓଡ଼ିଆ ଆସୋସିଏସନର ନବମ ବାର୍ଷିକ ଉତ୍ସବ ପାଳିତ 🔴 ଲାଲକିଲ୍ଲାରୁ ଯୁବପିଢିଙ୍କ ପାଇଁ ବଡ ଘୋଷଣା, ୧କୋଟି ଯୁବକଙ୍କୁ AI ତାଲିମ 🔴 ବିକଶିତ ଭାରତ ଗଠନରେ ଯୁବଶକ୍ତି ଆମର ମୁଖ୍ୟ ଯୋଦ୍ଧା: ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଉ ଛୋଟ ସ୍ବପ୍ନ ଦେଖିଲେ ଚଳିବନି….ବଡ଼ ସ୍ବପ୍ନ ଦେଖିବାକୁ ହେବ: ପ୍ରଧାନମନ୍ତ୍ରୀ 🔴 ପାସେଞ୍ଜର ଟ୍ରେନ୍‌ ଲାଇନଚ୍ୟୁତ 🔴 ଲଘୁଚାପ ବର୍ଷା ଚାଷୀଙ୍କ ମୁଣ୍ଡରେ ସାଜିଛି ଚଡ଼କ 🔴 କାଣି ନଦୀରେ ଧସିଲା ବନ୍ଧ 🔴 ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର  🔴 ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, OCS ନିୟମରେ ପରିବର୍ତ୍ତନ 🔴 ପତାକା ଉତ୍ତୋଳନ ବେଳେ ଅଘଟଣ 🔴 ଗଲ୍ଫ ଓଡ଼ିଆ ଆସୋସିଏସନର ନବମ ବାର୍ଷିକ ଉତ୍ସବ ପାଳିତ 🔴 ଲାଲକିଲ୍ଲାରୁ ଯୁବପିଢିଙ୍କ ପାଇଁ ବଡ ଘୋଷଣା, ୧କୋଟି ଯୁବକଙ୍କୁ AI ତାଲିମ 🔴 ବିକଶିତ ଭାରତ ଗଠନରେ ଯୁବଶକ୍ତି ଆମର ମୁଖ୍ୟ ଯୋଦ୍ଧା: ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଉ ଛୋଟ ସ୍ବପ୍ନ ଦେଖିଲେ ଚଳିବନି….ବଡ଼ ସ୍ବପ୍ନ ଦେଖିବାକୁ ହେବ: ପ୍ରଧାନମନ୍ତ୍ରୀ 🔴 ପାସେଞ୍ଜର ଟ୍ରେନ୍‌ ଲାଇନଚ୍ୟୁତ