Masthead

ପୁଣି ଏକ ଦନ୍ତା ହାତୀ ମୃତଦେହ ଠାବ

ଆଠଗଡ଼(ବଡ଼ ଖବର ବ୍ୟୁରୋ): ଅସୁରକ୍ଷିତ ଆଠଗଡ଼ ବନଖଣ୍ଡ । ପୁଣି ଏକ ଦନ୍ତା ହାତୀର ମୃତଦେହ ଠାବ । ନୂଆବନ୍ଧ କାଜୁ ଜଙ୍ଗଲରେ ଗୋଟିଏ ଦନ୍ତା ହାତୀର ମୃତଦେହ ଠାବ ହୋଇଛି । ହାତୀର ଶୁଣ୍ଢରେ କ୍ଷତ ଚିହ୍ନ ରହିଥିବା ବେଳେ ମୃତ୍ୟୁର କାରଣ ଜଣାପଡିନାହିଁ । ସ୍ଥାନୀୟ ବାସିନ୍ଦାଙ୍କଠାରୁ ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଛନ୍ତି ବନବିଭାଗ କର୍ମଚାରୀ । ଏବଂ ପୋଷ୍ଟମର୍ଟମ ପରେ ମୃତୁ୍ୟର ପ୍ରକୃତ ଜଣାପଡିବା ନେଇ ସୂଚନା ଦେଇଛନ୍ତି । ହାତୀର ବୟସ ୧୮ରୁ ୨୨ ବର୍ଷ ହେବ । ହାତୀ ମୃତ୍ୟୁକୁ ନେଇ ଆଠଗଡ ବନଖଣ୍ଡ ଚର୍ଚ୍ଚାରେ ରହିଥିବା ବେଳେ ଆଜି ପୁଣି ଏକ ଦନ୍ତାର ମୃତଦେହ ଠାବ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼