Masthead

ଫେବୃଆରୀ ଆରମ୍ଭରୁ ପ୍ରଚଣ୍ଡ ତାତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଫେବୃଆରୀ ଆରମ୍ଭରୁ ପ୍ରଚଣ୍ଡ ତାତି । ଆଗକୁ ଆହୁରି ତାତି ବଢିବା ନେଇ ଅନୁମାନ କରାଯାଉଛି । ରାଜଧାନୀରେ ୪ ଦିନର ତାପମାତ୍ରା ୩୫ ଡିଗ୍ରୀ ଡେଇଁଛି । ସକାଳ ୮ଟାରୁ ଏପି୍ରଲ ମେ ମାସ ଭଳି ଖରା ହେଉଛି । ଏହାକୁ ନେଇ ପାଣିପାଗ ବିଶେଷଜ୍ଞ ମାର୍ଚ୍ଚରେ ପାରଦ ୪୨ରୁ ୪୩ ଡିଗ୍ରୀ ଛୁଇଁବ ବୋଲି ଅନୁମାନ କରିଛନ୍ତି । ଗତ ୪ ମାସ ହେଲା ବର୍ଷା ନାହିଁ । ଫଳରେ ମାଟିର ଆର୍ଦ୍ରତା କମ ଥିବାରୁ ତଥା ମାଟି ଶୁଖିଲା ଯୋଗୁଁ ତାପମାତ୍ରା ଖୁବ ଅଧିକ ରହିଛି । ସେହିପରି ବାୟୁମଣ୍ଡଳରେ ଆର୍ଦ୍ରତା କମ ଯୋଗୁଁ ତାତି ବଢୁଛି । ଅନ୍ୟପଟେ ଚଳିତ ବର୍ଷ ଲା-ନିନା ନିଷ୍କ୍ରିୟ ହୋଇ ଏଲ-ନିନୋ ସକ୍ରିୟ ହେଉଥିବାରୁ ଦେଶର ପାଗ ଏଥର ଉଷ୍ଣ ରହିବ । ବର୍ଷା କମ ଓ ଗରମ ଅଧିକ ରହିବ ବୋଲି ଆଇଏମଡି ସୂଚନା ଦେଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ