Masthead

ଗଞ୍ଜାମ ମଡେଲରୁ ଅନେକ କିଛି ଶିଖିହେବ – ଅକ୍ସଫୋର୍ଡ ବିଶ୍ୱ ବିଦ୍ୟାଳୟ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ) : ରାଜ୍ୟରେ ଦିନ କୁ ଦିନ ହୁ ହୁ ହୋଇ ବଢି ଚାଲିଛି କରୋନା । ଏଯାବତ ରାଜ୍ୟରେ ମୋଟ ୨ଲକ୍ଷ ୪୪ ହଜାର ୧୪୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହି ଭିତରେ ଅକ୍ସଫୋର୍ଡ ବିଶ୍ୱ ବିଦ୍ୟାଳୟ ଗଞ୍ଜାମ ମଡେଲକୁ ପ୍ରଶଂସା କରିଛନ୍ତି । କରୋନା ନିୟନ୍ତ୍ରଣ ପାଇଁ ଗଞ୍ଜାମ ବିଶ୍ୱ ପାଇଁ ଉଦାହରଣ ବୋଲି କହିଛି ଅକ୍ସଫୋର୍ଡ ବିଶ୍ୱ ବିଦ୍ୟାଳୟ । ଗଞ୍ଜାମ ଓ ମହାରାଷ୍ଟ୍ରର ଧାରାବୀରେ ଯେଉଁ ଭଳି ଭାବେ କରୋନା ବ୍ୟାପିଥିଲା କିନ୍ତୁ କରୋନା ନିୟନ୍ତ୍ରଣ ପାଇଁ ରାଜ୍ୟ ସରକାରଙ୍କ ଦ୍ୱାରା ନିଆଯାଇଥିବା ମଡେଲ ପ୍ରଶଂସନୀୟ ବୋଲି ଦର୍ଶାଯାଇଛି । ସଂକ୍ରମଣ ରୋକିବା ପାଇଁ ଛୋଟ ଛୋଟ ଅଞ୍ଚଳ ପ୍ରତି ଧ୍ୟ୍ୟାନ ଦେବା ଉଚ୍ଚକୋଟୀର ପଦକ୍ଷେପ ବୋଲି କହିଛନ୍ତି ।

ବିଶେଷ କରି ଯେଉଁଭଳି ଭାବେ ସରପଞ୍ଚଙ୍କୁ କାର୍ଯ୍ୟରେ ଲଗାଇଥିଲେ ଏବଂ ପ୍ରତି ଗାଁରେ କୋଭିଡ ମ୍ୟାନେଜମେଣ୍ଟ କମିଟି ଗଠନ କରାଗଲା ତାହା ଉଚ୍ଚ ପ୍ରଶଂସନୀୟ । ଦିନ ଥିଲା ଗଞ୍ଜାମ ଓ ଧାରାବୀରେ ହଜାର ହଜାର ଲୋକ ସଂକ୍ରମିତ ଚିହ୍ନଟ ହେଉଥିଲେ କିନ୍ତୁ ଆଜି ସେଠାରେ ଦୁଇ ଶହରୁ ବି କମ୍ ରୋଗୀ ଅଛନ୍ତି । କୋରୋନା ସଂକ୍ରମଣ ନେଇ ୩୧୦ଟି ସହରରେ ଅନୁଧ୍ୟାନ କରିଥିଲା ଅକ୍ସଫୋର୍ଡ ବିଶ୍ୱ ବିଦ୍ୟାଳୟ । ଗଞ୍ଜାମ ଓ ଧାରାବୀରୁ ଅନେକ କିଛି ଶିଖିହେବ ବୋଲି କହିଛି ଅକ୍ସଫୋର୍ଡ ବିଶ୍ୱ ବିଦ୍ୟାଳୟ ।

 

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା