Masthead

ଦୁଇ ପୁଅକୁ ମାରି ଆତ୍ମହତ୍ୟା କଲା ମା’

କେନ୍ଦୁଝର(ବଡ ଖବର ବ୍ୟୁରୋ): ଦୁଇ ଶିଶୁ ପୁତ୍ରର ହତ୍ୟାକରି ନିଜେ ଆତ୍ମହତ୍ୟା କଲା ମା’ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନା ଡୁରୁକୁଳିଆ ଗାଁରେ । ମୃତଦେହ ଉଦ୍ଧାର କରି ତଦନ୍ତ କରୁଛି ପୋଲିସ୍ । ମୃତ ମହିଳା ହେଲେ ଭୀମସେନ ନାୟକଙ୍କ ସ୍ତ୍ରୀ କ୍ଷଣପ୍ରଭା ନାୟକ । କ୍ଷଣପ୍ରଭା ନିଜର ସାଢ଼େ ୩ ବର୍ଷର ଶିଶୁପୁତ୍ର ଓ ଅନ୍ୟଜଣେ ୨ ବର୍ଷର ଶିଶୁପୁତ୍ରଙ୍କର ତଣ୍ଟିଚିପି ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି ।

ସୂଚନା ମୁତାବକ କ୍ଷଣପ୍ରଭାଙ୍କର ବଡ଼ଝିଅ ଆଜି ସ୍କୁଲରୁ ଫେରି ଘରର କବାଟ ବନ୍ଦ ଥିବା ଦେଖିଥିଲେ ପାଖ ପଡୋଶୀଙ୍କୁ ଜଣାଇ ଥିଲା । ତେବେ ବାରମ୍ବାର ଡାକିଲା ପରେ ବି କବାଟ ନ ଖୋସିବାରୁ ଗାଁ ଲୋକ ଛପର ଖୋଲି ଦେଖିଲା ବିଳକୁ ୩ ଜଣଙ୍କର ମୃତ୍ୟୁ ଶରିରକୁ ଦେଖିଲେ । ତେବେ ସେତିକି ବେଳେ କ୍ଷଣପ୍ରଭାଙ୍କ ସ୍ଵାମୀ ଭୀମସେନ ଜମିକୁ ଚାଷ କରିବାକୁ ଯାଇଥିବା ବେଳେ, ଶ୍ବଶୁର କେନ୍ଦୁଝର ଯାଇଥିଲେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ