Masthead

ତୁର୍କୀରେ ଭୂକମ୍ପ, ଭାରତକୁ ଝଟକା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ତୁର୍କୀ-ସିରିଆରେ ଦେଖାଦେଇଥିବା ଭୟଙ୍କର ଭୂକମ୍ପରେ ଏହା ମଧ୍ୟରେ ମୃତ୍ୟୁସଂଖ୍ୟା ୩୬ ହଜାର ଟପିଗଲାଣି । ଏଥିସହିତ ହଜାର ହଜାର ଲୋକ ଆହତ ହୋଇ ଚିକିତ୍ସିତ ହେଉଥିବା ବେଳେ ହଜାର ହଜାର ଘରଦ୍ୱାରା ଭାଙ୍ଗି ମାଟିରେ ମିଶିଯାଇଛି । କିନ୍ତୁ ପୁଣି ଥରେ ତୁର୍କୀରେ ଦେଖିବାକୁ ମିଳିଛି ଭୂକମ୍ପ ଝଟକା । ଏହି ଭୂକମ୍ପ ଝଟକାର ଝଲକ ଭାରତରେ ମଧ୍ୟ ଦେଖିବାକୁ ମିଳିଛି । ଭୂକମ୍ପର ପ୍ରଭାବରେ ଇଣ୍ଡିଆନ ଆର୍ମିର ହସ୍ପିଟାଲରେ ଫାଟ ସୃଷ୍ଟି ହୋଇଛି ।

ସେପଟେ ପୁଣି ଆଉ ଏକ ଭବିଷ୍ୟବାଣୀ । ଭାରତକୁ ଆସିପାରେ ବଡ଼ ବିପଦ । ଭାରତ, ଆଫଗାନିସ୍ତାନ ଓ ପାକିସ୍ତାନରେ ହୋଇପାରେ ବଡ଼ ଧରଣର ଭୂମିକମ୍ପ । ତୁର୍କୀରେ ଭୂମିକମ୍ପ ଆସିବା ପୂର୍ବରୁ ମଧ୍ୟ ହୋଇଥିଲା ଭବିଷ୍ୟବାଣୀ । ନେଦରଲ୍ୟାଣ୍ଡ ଗବେଷକ ଫ୍ରାଙ୍କ ହୁଗ୍ବିଟ୍ସ ଭବିଷ୍ୟବାଣୀ କରିଥିଲେ । ଯାହା ପରେ ସତ ହୋଇଥିଲା । ଏବେ ସେ ଆଉ ଏକ ଭବିଷ୍ୟବାଣୀ କରିଛନ୍ତି। ଗବେଷକ ଫ୍ରାଙ୍କ୍‌ ହୁଗ୍‌ବିଟ୍ସଙ୍କ ଭବିଷ୍ୟବାଣୀ ଅନୁସାରେ, ଭାରତ ସମେତ ଆଫଗାନିସ୍ତାନ ଓ ପାକିସ୍ତାନର ଆଖପାଖରେ ବଡ଼ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇପାରେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ