Masthead

ଆଦାନୀ-ହିଣ୍ଡେନ ବର୍ଗ ରିପୋର୍ଟରେ ବିଜେପିର କୌଣସି ସମ୍ପୃକ୍ତ ନାହିଁ

ନୂଆଦିଲ୍ଲୀ (ବଡ ଖବର ବ୍ୟୁରୋ): କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଆଦାନୀ-ହିଣ୍ଡେନବର୍ଗ ପ୍ରସଙ୍ଗରେ ନୀରବତା ଭାଙ୍ଗିଛନ୍ତି। ଆଦାନୀ ଗ୍ରୁପ ପ୍ରସଙ୍ଗରେ ହିଣ୍ଡେନବର୍ଗ ରିପୋର୍ଟକୁ ନେଇ ବିରୋଧୀ ମୋଦୀ ସରକାରଙ୍କୁ ଟାର୍ଗେଟ କରୁଥିବା ବେଳେ ଏଥିରେ ବିଜେପିର କୌଣସି ସମ୍ପୃକ୍ତି ନଥିବା କହିଛନ୍ତି ଅମିତ ଶାହା । ଏହି ମାମଲାରେ ଏବେ ସୁପ୍ରିମକୋର୍ଟରେ ବିଚାରଧୀନ ଥିବାରୁ ଏହା ଉପରେ ମନ୍ତବ୍ୟ ଦେବାକୁ ଶାହା ମନା କରିଛନ୍ତି । କିନ୍ତୁ ଏଥିରେ ବିଜେପି କୌଣସି ସମ୍ପର୍କ ନଥିବା ସେ କହିଛନ୍ତି । ଏଏନଆଇ ସହ ଏକ ସ୍ୱତନ୍ତ୍ର ସାକ୍ଷାତକାରରେ ଶାହା କହିଛନ୍ତି, ଆଦାନୀ ଗ୍ରୁପ ମାମଲାରେ ଲୁଚାଇବା ପାଇଁ ବିଜେପି ପାଖରେ କିଛି ନାହିଁ କିମ୍ବା ବିଜେପି ଏହାକୁ ନେଇ ଭୟଭୀତ ନାହିଁ ।

ସେ ଆଦାନୀ ଗ୍ରୁପ ଜାଲିଆତି କରି ସେୟାର ମୂଲ୍ୟ ବୃଦ୍ଧି କରିଥିବା ନେଇ ଆମେରୀକିୟ ସଂସ୍ଥା ହିଣ୍ଡେନବର୍ଗ ରିପୋର୍ଟ ପ୍ରକାଶ କରିବା ପରେ ଆଦାନୀ ଗ୍ରୁପର ବିଭିନ୍ନ କମ୍ପାନୀର ସେୟାର ମୂଲ୍ୟ ଅଧାରୁ ଅଧିକ ହ୍ରାସ ପାଇଲାଣି । ଏହାକୁ ନେଇ ବିରୋଧୀ ସଂସଦରେ କେନ୍ଦ୍ର ସରକାରଙ୍କୁ ଘେରିଛନ୍ତି । ଏହି ମାମଲାର ଜେପିସି କଂଗ୍ରେସ ତଦନ୍ତ ଦାବି କରିଛି ।  ଆହୁରି ମଧ୍ୟ କହିଛନ୍ତି କ୍ୟାବିନେଟର ସଦସ୍ୟ ହୋଇଥିବାରୁ ଏହି ସମୟରେ ଏହି ପ୍ରସଙ୍ଗରେ କିଛି କହିବା ମୋ ପାଇଁ ଠିକ୍ ହେବ ନାହିଁ। ୨୦୨୪ ନିର୍ବାଚନରେ ବିଜେପିର କେହି ପ୍ରତିଦ୍ୱନ୍ଦି ନାହିଁ । ଆଜି ଦେଶର ୧.୫୬ ଲକ୍ଷ ଆୟୁଷ୍ମାନ ଭାରତ କେନ୍ଦ୍ରରେ ସ୍ୱାସ୍ଥ୍ୟ ମେଳା ଅନୁଷ୍ଠିତ ହେବ। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆଜି ବେଙ୍ଗାଲୁରୁରେ ଏରୋ ଇଣ୍ଡିଆ ୨୦୨୩ ରେ ‘ପ୍ରତିରକ୍ଷା ମନ୍ତ୍ରୀ’ ସମ୍ମିଳନୀ ଆୟୋଜନ କରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ