Masthead

ଦୁଇ ଦିନିଆ ନାଗାଲାଣ୍ଡ ଏବଂ ମେଘାଳୟ ଗସ୍ତରେ ନଡ୍ଡା

ନୂଆଦିଲ୍ଲୀ (ବଡ ଖବର ବ୍ୟୁରୋ): ଫେବୃୟାରୀ ୨୭ରେ ନାଗାଲାଣ୍ଡ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ଦୃଷ୍ଟିରେ ରଖି ସବୁ ଦଳଙ୍କ ମଧ୍ୟରେ ପ୍ରସ୍ତୁତି ଜୋରଦାର ଚାଲିଛି। ତେବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ଆଜି ଦୁଇ ଦିନିଆ ନାଗାଲାଣ୍ଡ ଏବଂ ମେଘାଳୟ ଗସ୍ତରେ ଯିବାର କାର୍ୟ୍ୟକ୍ରମ ରହିଛି। ଏହି ସମୟରେ ଜେ.ପି ନଡ୍ଡା ନିର୍ବାଚନ ରାଲି କରିବା ସହ ଘୋଷଣାପତ୍ର ପ୍ରକାଶ କରିବେ। ଏଥିସହ ସମାବେଶକୁ ସମ୍ବୋଧିତ କରି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସାଂଗଠନିକ ବୈଠକରେ ଅଧ୍ୟକ୍ଷତା କରିବେ ବୋଲି ଦଳର ଗଣମାଧ୍ୟମ ମୁଖ୍ୟ ଅନୀଲ ବାଲୁନି କହିଛନ୍ତି। ଏହି ରାଲିରେ ନାଗାଲାଣ୍ଡ ମୁଖ୍ୟମନ୍ତ୍ରୀ ନିଫ୍ୟୁ ରିଓ, ଉପମୁଖ୍ୟମନ୍ତ୍ରୀ ୟାନଥୁଙ୍ଗୋ ପାଟନ ଏବଂ ରାଜ୍ୟ ଭାଜପା ସଭାପତି ତେମଜେନ ଇମନା ଅଲାଙ୍ଗା ମଧ୍ୟ ଉପସ୍ଥିତ ରହିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା