Masthead

ମଝି ଚିଲିକାରେ ଫସିଲେ ୫୦ ଯାତ୍ରୀ

ଭୁବନେଶ୍ବର(ବଡ଼ ଖବର ବଯୁରୋ):ପୁଣି ଚିଲିକା ମଝିରେ ଫସିଲା ଯାତ୍ରୀବାହୀ ଡଙ୍ଗା । ଜହ୍ନିକୁଦା ଘାଟରୁ ସାତପଡ଼ା ଯାଉଥିବା ବାଟରେ ଘଟିଲା ଅଘଟଣ । କମ ପାଣି ଥିବା କାରଣରୁ ମଝି ଚିଲିକାରେ ଜଙ୍ଗାଟି ଅଟିକି ଯାଇଥିଲା । ଡଙ୍ଗାଟି ୫୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ , ଏହି ଡଙ୍ଗାରେ ୩୦ରୁ ଅଧିକ ବାଇକ ରହିଥିବା ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା