Masthead

ପୁଣି ୩୩୧୨ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଧୀରେ ଧୀରେ ବୃଦ୍ଧି ପାଇବାରେ ଲାଗିଛି କରୋନା ସୁସ୍ଥଙ୍କ ସଂଖ୍ୟା । ଗତ କିଛିଦିନ ହେବ କରୋନା ଆକ୍ରାନ୍ତଙ୍କ ଠାରୁ କରୋନା ସୁସ୍ଥଙ୍କ ହାର ବୃଦ୍ଧି ପାଇବାରେ ଳାଗିଛି, ଯାହା ରାଜ୍ୟ ପାଇଁ ଏକ ଆଶ୍ୱସ୍ତିକର ଖବର । ଆଜି ରାଜ୍ୟରେ ୩୧୪୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ପୁଣି ୩୩୧୨ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହି ସୁସ୍ଥଙ୍କୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨ ଲକ୍ଷ ୧୬ ହଜାର ୯୮୪କୁ ବୃଦ୍ଧି ହୋଇଛିି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୫୮ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୨୬୨, ବାଲେଶ୍ୱରରୁ ୧୫୩, ନୂଆପଡ଼ାରୁ ୧୫୧, ଝାରସୁଗୁଡ଼ାରୁ ୧୨୮, ମୟୁରଭଞ୍ଜରୁ ୧୨୧, କେନ୍ଦୁଝରରୁ ୧୧୭, ଅନୁଗୁଳରୁ ୧୧୨, ବଲାଙ୍ଗୀରରୁ ୧୦୯, ମାଲକାନଗିରିରୁ ୧୦୩, ସମ୍ବଲପୁରରୁ ୯୮, କେନ୍ଦ୍ରାପଡ଼ାରୁ ୮୮, ପୁରୀରୁ ୮୫, କନ୍ଧମାଳରୁ ୮୩, ନବରଙ୍ଗପୁରରୁ ୮୧, କୋରାପୁଟ ଏବଂ ନୟାଗଡ଼ରୁ ୬୯ଜଣ ଲେଖାଏଁ, ଢେଙ୍କାନାଳରୁ ୬୮, ଜଗତସିଂହପୁରରୁ ୬୪, ସୁନ୍ଦରଗଡ଼ରୁ ୬୩, ଭଦ୍ରକରୁ ୬୨, ବରଗଡ଼ରୁ ୬୧, ଯାଜପୁରରୁ ୫୮, କଳାହାଣ୍ଡିରୁ ୫୩, ସୋନପୁରରୁ ୪୮, ଗଞ୍ଜାମରୁ ୪୭, ବୌଦ୍ଧରୁ ୩୯, ରାୟଗଡ଼ାରୁ ୩୪, ଗଜପତିରୁ ୧୬, ଦେବଗଡ଼ରୁ ୧୨ ଏବଂ ଷ୍ଟେଟ ପୁଲରୁ ୨୦୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ