Masthead

୧୬ରୁ ଅଂଶୁଘାତ ମୁକାବିଲା ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ବଢିବ ରାତି ତାପମାତ୍ରା । ୩ ରୁ ୪ ଡିଗ୍ରୀ ବଢିବ ତାପମାତ୍ରା । ଦିନ ତାପମାତ୍ରା ମଧ୍ୟ ଧିରେ ଧିରେ ବଢୀବ । ଫେବୃଆରୀ ଆରମ୍ଭରୁ ଚଳିତ ବର୍ଷ ଅସହ୍ୟ ଗରମ ହେଉଥିବାରୁ ଆଗକୁ ତାତି ଆହୁରି ବଢିବା ନେଇ ସମ୍ଭାବନା ଅଛି । ରାଜ୍ୟ ସରକାର ଅଂଶୁଘାତ ମୁକାବିଲା ପାଇଁ ଅଣ୍ଟା ଭିଡିଛନ୍ତି । ୧୬ ତାରିଖରେ ସମସ୍ତ ବିଭାଗର ବୈଠକ ଡାକିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ମଙ୍ଗଳବାର ବୈଦ୍ଧର ସର୍ବୋଚ୍ଚ ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ ରହିଥିଲା । ମାଲକାନାଗିରି ତାପମାତ୍ରା ୩୪.୫ ଡିଗ୍ରୀ । ୨ ଦିବ ଭିତରେ ଦିନ ଓ ରାତି ତାପମାତ୍ରା ସାମାନ୍ୟ ହ୍ରାସ ପାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ