Masthead

ଗୋଦାବରୀ ଏକ୍ସପ୍ରେସ ଲାଇନଚ୍ୟୁତ

ବିଶାଖାପାଟନାମ (ବଡ଼ ଖବର ବ୍ୟୁରୋ): ଗୋଦାବରୀ ଏକ୍ସପ୍ରେସର ୬ କୋଚ ହୋଇଛି ଲାଇନଚ୍ୟୁତ । ବିଶାଖାପାଟନାମରୁ ସିକନ୍ଦରାବାଦ ଯାଉଥିବା ଗୋଦାବରୀ ଏକ୍ସପ୍ରେସ ବୁଧବାର ଲାଇନଚ୍ୟୁତ ହୋଇଛି। ବିବିନଗରରୁ ଘଟକେଶ୍ୱର ମଧ୍ୟରେ ୬ଟି କୋଚ ଲାଇନଚ୍ୟୁତ ହୋଇଛି।। ଦୁର୍ଘଟଣା ପରେ ଉକ୍ତ ରେଳଲାଇନରେ ଭୟପଟୁ ବହୁ ଟ୍ରେନକୁ ବାତିଲ କରାଯାଇଛି। ତେବେ ଏହି ଦୁର୍ଘଟଣାରେ କୌଣସି ମୃତାହତଙ୍କ ସୂଚନା ମିଳି ନାହିଁ।

ରେଲୱେର ବରିଷ୍ଠ ଅଧିକାରୀ ଘଟଣାସ୍ଥଳରା ପହଞ୍ଚି ଅନୁଧ୍ୟାନ ଆରମ୍ଭ କରିଛନ୍ତି । ସେହିପରି ମରାମିତି କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଛି। ଏହା ପୂର୍ବରୁ ଗତ ଫେବ୍ୟଆରୀ ୩ ତାରିଖରେ ବାଚଲିରୁ କୋତାଭାଲସା ଅଭିମୁଖେ ଯାଉଥିବା ମାଲବାହୀ ଟ୍ରେନ୍‌ କୋତାଭାଲସା-କିରଣ୍ଡୁଲ ଲାଇନର ଶିବଲିଙ୍ଗପୁରମ୍‌ ପୂର୍ବରୁ ରହିଥିବା ୭ନମ୍ବର ଟନେଲ୍‌ ନିକଟରେ ଲାଇନଚ୍ୟୁତ ହୋଇୟଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼