Masthead

୧୮ରେ ଆସିବେ ୧୨ ଚିତା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭାରତକୁ ଆସୁଛନ୍ତି ୧୨ ଚିତା । ଆସନ୍ତା ୧୮ରେ ଭାରତକୁ ଆସିବେ । ଯାହା ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଦକ୍ଷିଣ ଆଫ୍ରିକାରୁ ୮ ହଜାର ୨୫୦ କିଲୋମିଟର ଅତିକ୍ରମ କରି ଚିତାଗୁଡ଼ିକୁ ଭାରତ ଅଣାଯିବ । ଏସବୁ ଚିତାକୁ ମଧ୍ୟପ୍ରଦେଶ କୁନୋ ଜାତୀୟ ଉଦ୍ୟାନରେ ଛଡାଯିବ । ଏହା ଦ୍ୱାରା ଦେଶରେ ମୋଟ୍ ଚିତା ସଂଖ୍ୟା ୨୦ରେ ପହଞ୍ଚିବ । ପୂର୍ବରୁ ୮ ଚିତା ନାମିବ୍ୟାରୁ ଭାରତ ଆସିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ