Masthead

ବିମାନ ପାଇଁ ଶହେ ବିଲିୟନ୍ ଡଲାରର ଡିଲ୍

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଏୟାର ଇଣ୍ଡିଆ କିଣିବ ୫୪୦ ନୂଆ ବିମାନ। ଏଥିପାଇଁ ହୋଇଛି ଶହେ ବିଲିୟନ୍ ଡଲାରର ଡିଲ୍। ବିମାନ ଚଳାଚଳ କ୍ଷେତ୍ରରେ ଏହା ସବୁଠାରୁ ବଡ ଡିଲ୍ ବୋଲି କୁହାଯାଉଛି। ଡିଲ୍ ମୁତାବକ ଏୟାର ଇଣ୍ଡିଆ, ଫ୍ରାନ୍ସ କମ୍ପାନୀ ଏୟାରବସ୍ ଏବଂ ଆମେରିକା କମ୍ପାନୀ ବୋଇଂ ଠାରୁ ଏହି ବିମାନ କିଣିବ।ଏୟାରବସ୍‌ ଠାରୁ ୨୫୦ଟି ବିମାନ କିଣିବା ନେଇ ମେଗା ଡିଲ୍ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନଙ୍କ ଭର୍ଚୁଆଲ ଉପସ୍ଥିତିରେ ଏହି ଡିଲ୍ ହୋଇଛି।

ଆମେରିକା ବିମାନ କମ୍ପାନୀ ବୋଇଂ ଠାରୁ ଟାଟା ମାଲିକାନାରେ ଥିବା ଏୟାର ଇଣ୍ଡିଆ ୨୨୦ଟି ବିମାନ କିଣିବ। ଏହାମଧ୍ୟରେ ୧୯୦ଟି ୭୩୭ ମାକ୍ସ ନେରୋବଡି ଜେଟ୍ ରହିଛି। ସେହିପରି ୨୦ଟି ୭୮୭ ଏବଂ ୧୦ଟି ୭୭୭ଏକ୍ସଏସ୍ ବିମାନ ରହିଛି। ଏଥିସହ ବୋଇଂ ଠାରୁ ଆଉ ୭୦ଟି ବିମାନ କିଣିବାକୁ ମଧ୍ୟ ସ୍ଥିର ହୋଇଛି। ଏହି ଡିଲ୍ ପରେ ପ୍ରଧାନମନ୍ତ୍ରୀ ମୋଦି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ସହ କଥା ହୋଇଛନ୍ତି। ସେହିପରି ଫ୍ରାନ୍ସ ସହ ହୋଇଥିବା ୨୫୦ ବିମାନର ଡିଲ୍ ଭାରତ ଏବଂ ଫ୍ରାନ୍ସ ମଧ୍ୟରେ ସମ୍ପର୍କକୁ ଆହୁରି ମଜବୁତ କରିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ