Masthead

କ୍ରାଇମବ୍ରାଞ୍ଚ ଅଧିକାରୀ ଷଡ଼ଯନ୍ତ୍ରକାରୀଙ୍କୁ ସୁରକ୍ଷା ଦେଉଛନ୍ତି: ପ୍ରଦୀପ ପୁରୋହିତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ନବ ଦାସଙ୍କ ହତ୍ୟାକାଣ୍ଡର ତଦନ୍ତକୁ ନେଇ ପୁଣି ଥରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ପ୍ରଦୀପ ପୁରୋହିତ । ହତ୍ୟା ପଛରେ ରହିଛି ବଡ଼ ରହସ୍ୟ । ମୁଁ ଆଗରୁ ବି କହିଛି ନବୀନଙ୍କ ଆଵର୍ତମାନ ରେ ଯେଉଁମାନେ କ୍ଷମତାରେ ରହିବାକୁ ଚାହୁଁଛନ୍ତି ସେମାନେ ଏହି ହତ୍ୟା କରିଛନ୍ତି । ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚର ଅଧିକାରୀ ହତ୍ୟା ପଛର ଷଡ଼ଯନ୍ତ୍ରକାରୀଙ୍କୁ ସୁରକ୍ଷା ଦେଉଛନ୍ତି ।

ଗୋପାଳକୁ ଗାନ୍ଧି ନଗରରୁ ଅଣାଯିବା ବେଳେ ପିନ୍ଧା ଯାଇଥିବା ଟି-ସାର୍ଟକୁ ନେଇ ବି ପ୍ରଶ୍ନ ଉଠାଇଲେ ପ୍ରଦୀପ । କାହିଁକି ଗୋପାଳକୁ କ୍ରାଇମବ୍ରାଞ୍ଚ ଏପରି ଟି-ସାର୍ଟ ପିନ୍ଧାଇଲା । ମୋଟିଭ କୁ ଖୁଲାସା ନକରି ଏଭଳି ଟି ସାର୍ଟ ପିନ୍ଧାଇ କ୍ରାଇମବ୍ରାଞ୍ଚ କି ବାର୍ତ୍ତା ଦେବାକୁ ଚାହୁଁଛି ବୋଲି ପ୍ରଶ୍ନ କଲେ ପ୍ରଦୀପ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି