Masthead

ମହିଳା ବିଶ୍ୱକପ, ବ୍ଲୁ ଆର୍ମିର ଲଗାତର ଦ୍ୱିତୀୟ ବିଜୟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ମହିଳା ଟି -୨୦ ବିଶ୍ୱକପରେ ଭାରତକୁ ମିଳିଛି ଦ୍ୱିତୀୟ ବିଜୟ । ୱେଷ୍ଟଇଣ୍ଡିଜକୁ ୬ ୱିକେଟରେ ପରାସ୍ତ କରିଛି ଟିମ ଇଣ୍ଡିଆ । ଏହି ବିଜୟ ସହିତ ସେମିଫାଇନାଲର ନିକଟତର ହୋଇଛ ବ୍ଲୁ ଆର୍ମି। ଚଳିତ ବିଶ୍ୱକପରେ ଏହା ଭାରତର କ୍ରମାଗତ ଦ୍ୱିତୀୟ ବିଜୟ। ଏଥିସହିତ ଟିମ୍ ଇଣ୍ଡିଆ ୱିଣ୍ଡିଜ୍ ବିପକ୍ଷରେ କ୍ରମାଗତ ୮ଥର ଟି -୨୦ ମ୍ୟାଚ ଜିତିଛି।

ଟସ୍ ଜିତିବା ପରେ ବ୍ୟାଟିଂ କରି ୱେଷ୍ଟଇଣ୍ଡିଜ୍ ନିର୍ଦ୍ଧାରିତ ଓଭରରେ ୬ ୱିକେଟ୍ ଦେଇ ୧୧୮ ରନ୍ ସଂଗ୍ରହ କରିଥିଲା। ଏହାର ଜବାବରେ ଟିମ୍ ଇଣ୍ଡିଆ ୧୯ ଓଭରରେ ୪ ବୋଲରେ ବିଜୟ ପାଇଁ ଆବଶ୍ୟକ ରନ୍ ସଂଗ୍ରହ କରିଛି। ଏହି ବିଜୟରେ ଅଧିନାୟକ ହରମାନପ୍ରୀତ ଓ ରିଚା ଘୋଷଙ୍କ ମଧ୍ୟରେ ୭୨ ରନର ପାର୍ଟନରସିପ ବଳରେ ସହଜରେ ବିଜୟ ହାସଲ କରିଛି ଭାରତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ