Masthead

ଶ୍ୱେତା ଆତ୍ମହତ୍ୟା ମାମଲା, ଗିରଫ ହେଲା ସୌମ୍ୟଜିତ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ):  ଇଞ୍ଜିନିୟର ଶ୍ୱେତା ମୃତ୍ୟୁକୁ ପୂରିଛି ୬ ମାସ । ଆଜି ଭୋରୁ ସମ୍ବଲପୁର ବଂଶୀଧର ନଗରସ୍ଥିତ ଘରୁ ସୌମ୍ୟଜିତଙ୍କୁ ଗିରଫ କରିଛି ଚନ୍ଦ୍ରଶେଖରପୁର ଥାନା ପୁଲିସ୍‌। ସୌମ୍ୟଜିତ ବଂଶୀଧର ନଗରସ୍ଥିତ ନିଜ ଘରେ ଥିଲେ । ସେଠାରେ ପହଞ୍ଚିଥିଲା ଚନ୍ଦ୍ରଶେଖରପୁର ଥାନାର ୫ ଜଣିଆ ପୁଲିସ୍‌ ଟିମ୍‌ । ସେଠାରୁ ସୌମ୍ୟଜିତଙ୍କୁ ଗିରଫ କରି ପୁଲିସ୍‌ ବରେଇପାଲ୍ଲୀ ଥାନାକୁ ନେଇଥିଲା।

ସେଠାରେ ଔପଚାରିକତା ସାରିବା ପରେ ସୌମ୍ୟଜିତଙ୍କୁ ସମ୍ବଲପୁରରୁ ଭୁବନେଶ୍ୱର ଅଭିମୁଖେ ଅଣାଯାଉଛି। ଶ୍ୱେତାଙ୍କ ମୃତ୍ୟୁ ପାଇଁ ପରିବାର ଲୋକେ ତାଙ୍କ ବୟଫ୍ରେଣ୍ଡ ସୌମ୍ୟଜିତଙ୍କୁ ଦାୟୀ କରୁଥିଲେ। ଗିରଫଦାରୀରୁ ବର୍ତ୍ତିବା ପାଇଁ ସୌମ୍ୟଜିତ ହାଇକୋର୍ଟ ଓ ସୁପ୍ରିମକୋର୍ଟରେ ଜାମିନ ଆବେଦନ କରିଥିଲେ। ମାତ୍ର ତାହା ଖାରଜ ହୋଇଯିବାରୁ ଆଜି ତାଙ୍କୁ ଗିରଫ କରିଛି କମିଶନରେଟ ପୁଲିସ୍‌।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା