ଶିଙ୍କୁଲା ପାସ୍‌ରେ ହେବ ବିଶ୍ୱର ସର୍ବବୃହତ୍‌ ଟନେଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଶିଙ୍କୁଲା ପାସ୍‌ରେ ହେବ ବିଶ୍ୱର ସର୍ବବୃହତ୍‌ ଟନେଲ । ପୂର୍ବ ଲଦାଖ ଓ ହିମାଚଳ ପ୍ରଦେଶକୁ ଯୋଡ଼ିବାକୁ ଥିବା ବିଶ୍ୱର ସର୍ବବୃହତ୍‌ ସୁଡ଼ଙ୍ଗ ଶିଙ୍କୁଲା ଟନେଲ ନିର୍ମାଣ ପ୍ରସ୍ତାବକୁ ବୁଧବାର କେନ୍ଦ୍ର କ୍ୟାବିନେଟ୍‌ର ଅନୁମୋଦନ ମିଳିଛି। ସେପଟେ ଚୀନ ସଂଲଗ୍ନ ଏଲ୍‌ଏସିରେ ଲାଗି ରହିଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ଭାରତ ଏହାର ପ୍ରତିରକ୍ଷା ଶକ୍ତି ବୃଦ୍ଧି କରିଚାଲିଛି ।

ଏହି କ୍ରମରେ ଚୀନ ସଂଲଗ୍ନ ସୀମା ସୁରକ୍ଷାକୁ ସୁଦୃଢ କରିବା ଲାଗି ସରକାର ଆଉ ୭ଟି ନୂଆ ଆଇଟିବିପି ବାଟାଲିୟନ ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି । ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଏହି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଏହି ବାଟାଲିୟନ ଗଠନ ଦ୍ବାରା ଆଇଟିବିପିରେ ଆଉ ୯୪୦୦ ଯବାନ ସାମିଲ ହେବେ। ଏହି ନୂଆ ଯବାନ ଏଲ୍‌ଏସିର ୪୭ଟି ନୂଆ ପୋଷ୍ଟ ଓ ୧୨ରୁ ଅଧିକ ଷ୍ଟେଜିଂ କ୍ୟାମ୍ପରେ ନିୟୋଜିତ ହେବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ