Masthead

ଲୋୟର ପିଏମଜିରେ ବିଜୁ ମହିଳା ମୋର୍ଚ୍ଚାର ଧାରଣା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପୋଲିସ ବିଜେପି ମୁଥ ମରାମରି ଘଟଣା । ପୁଲିସ ଅଧିକାରୀଙ୍କୁ ବିରୋଧୀ ଦଳ ନେତା ଧକ୍କା ମାରିବା ନେଇ ରାସ୍ତାକୁ ଓହ୍ଲାଇଲା ବିଜେଡି । ବିଜୁ ମହିଳା ଜନତା ଦଳ ପକ୍ଷରୁ ଭୁବନେଶ୍ୱର ଲୋୟର ପିଏମଜିରେ ପ୍ରତିବାଦ ସଭା କରାଯାଇଛି । ଜୟନାରାୟଣ ମିଶ୍ରଙ୍କୁ ବହିଷ୍କାର କରିବା ଦାବିରେ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି । ଏଥିରେ ଶତାଧିକ ମହିଳା ବିଜେଡି କର୍ମୀ ସାମିଲ ହୋଇଛନ୍ତି । ହାତରେ ପ୍ଲାକାର୍ଡ ଧରି ବିକ୍ଷୋଭ ପ୍ରଦର୍ଶନ କରିବା ସହ ଜୟନାରାୟଣଙ୍କ ବିରୋଧରେ ନାରାବାଜି କରିଛନ୍ତି । ଏହା ସହ ଜୟନାରାୟଣ ମିଶ୍ରଙ୍କ କୁଶପୁତଳିକା ଦାହ କରାଯାଇଛି । ସେପଟେ ସମ୍ବଲପୁର ସର୍କିଟ୍ ହାଉସ୍ ଘେରିଛନ୍ତି ବିଜେଡି କର୍ମୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ