Masthead

ଅଭିଯୋଗ କରିବାକୁ ଯାଇ ଗିରଫ ହେଲେ ମହିଳା

କଟକ(ବଡ଼ ଖବର ବ୍ୟୁରୋ): ଅଭିଯୋଗ କରିବାକୁ ଯାଇ ଗିରଫ ହେଲେ ମହିଳା । ଡିଜିଙ୍କୁ ଅଭିଯୋଗ କରିବାକୁ ଆସିଥିବା ମହିଳାଙ୍କୁ କୋର୍ଟଚାଲାଣ କଲା ପୋଲିସ । ମାତ୍ର କୋର୍ଟ ମହିଳାଙ୍କୁ ଜାମିନ ଦେଇଛନ୍ତି । ଯାଜପୁରର ମହିଳା ସରସ୍ୱତୀ ସାହୁ ନିଜର ସମସ୍ୟା ନେଇ ଡିଜିଙ୍କୁ ଭେଟିବାକୁ ଆସିଥିଲେ । କିନ୍ତୁ ନିଜ ସମସ୍ୟା ଜଣାଇବାରେ ବିଫଳ ହେବାରୁ କ୍ଷୋଭ ପ୍ରକାଶ କରିଥିଲେ । ପୋଲିସ ତାଙ୍କୁ କାବୁ କରି କ୍ୟାଣ୍ଟନମେଣ୍ଟ ଥାନାକୁ ନେଇ ଯାଇଥିଲେ । ସେଠାରେ ସେ ଏଭଳି ଘଟଣାର ପ୍ରତିବାଦ କରିବାରୁ ପୋଲିସ ତାଙ୍କୁ କୋର୍ଟ ଚାଲାଣ କରି ଜେଏମଏଫସି-୨ କୋର୍ଟରେ ହାଜର କରିଥିଲେ । ମହିଳାଙ୍କ ସହିତ କୋର୍ଟକୁ କ୍ୟାଣ୍ଟନମେଣ୍ଟ ଥାନା ଅଧିକାରୀ ବି ଯାଇଥିଲେ । ଏଭଳି ଘଟଣାରେ ପୋଲିସ ହଟହଟା ହୋଇଥିବା କୁହାଯାଉଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ