Masthead

ରାଜ୍ୟରେ କମିବ ଶୀତ, ବଢିବ ତାତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ କମିବ ଶୀତ, ବଢିବ ତାତି । ରାତିରେ ତାପମାତ୍ରା ୩ ରୁ ୪ ଡିଗ୍ରୀ ଯାଏ ବଢିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ଗୁରୁବାର ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୬ଡିଗ୍ରୀ ରେକର୍ଡ ହୋଇଛି । ସିମିଳିଗୁଡାରେ ୭.୧, ଫୁଲବାଣୀରେ ୯, ସୁନ୍ଦରଗଡ଼ ଓ କୋରାପୁଟରେ ୧୦ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ଅନ୍ୟପଟେ ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ସର୍ବୋଚ୍ଚ ତାପମାତ୍ରା ୩୪ ଡିଗ୍ରୀ ରେକର୍ଡ ହୋଇଛି । ଭୁବନେଶ୍ୱରରେ ୩୩.୮, ନବରଙ୍ଗପୁର ଓ ବରଗଡ଼ରେ ୩୩.୫ ଡିଗ୍ରୀ ରେକର୍ଡ ହୋଇଛି । ଆଗକୁ ଆହୁରି ତାତି ବଢିବା ନେଇ ସୂଚନା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି